ଡାକ୍ତରଖାନା ବାହାରେ ମହିଳା ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣ: ୯ ମୃତ, ୩୦ ଆହତ

ଇସଲମାବାଦ, ୨୧।୭: ପାକିସ୍ତାନରେ ଡାକ୍ତରଖାନା ବାହାରେ ରବିବାର ଜଣେ ମହିଳା ଆତ୍ମଘାତୀ ଆତଙ୍କବାଦୀ ବିସ୍ଫୋରଣରେ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ ଆହତ ହୋଇଛନ୍ତି। ତେହରିକ-ଇ-ତାଲିବାନ-ପାକିସ୍ତାନ ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି। ଡେରା ଇସ୍ମାଇଲ ଖାନରେ ଏଭଳି ଆକ୍ରମଣ ଘଟିବାର କିଛି ସମୟ ଆଗରୁ ଏକ ଚେକପୋଷ୍ଟଠାରେ ୨ଜଣ ପୋଲିସଙ୍କୁ ହତ୍ୟା କରାଯାଇଥିଲା।


All Right Reserved By Dharitri.Com

ପାକିସ୍ତାନ ପରେ ଏବେ ଇରାନ ଉପରେ ଚାଇନାର ନଜର: ବଡ଼ ନିବେଶ ସହ ମୁତୟନ କରିବ ୫ହଜାର ସେନା

ତେହରାନ,୧୦।୯: ଆମେରିକା ଓ ଚାଇନା ଭିତରେ ଚାଲିଥିବା ଟ୍ରେଡ ଓ୍ବାରର ପ୍ରଭାବ ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି। କେଉଁଠି ଅର୍ଥନୀତିରେ ମାନ୍ଦାବସ୍ଥା ତ କେଉଁଠି...

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ...

ପାକିସ୍ତାନୀ ପୋଲିସ ଅଫିସର ହେଲେ ପ୍ରଥମ ହିନ୍ଦୁ ଯୁବତୀ

ଇସଲାମାବାଦ: ଜଣେ ହିନ୍ଦୁ ଯୁବତୀ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ପୋଲିସ ଅଫିସର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ପ୍ରାଦେଶିକ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ...

ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି।...

କାନାଡ଼ାରେ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାର: କିଙ୍ଗ୍‌ମେକର ମୂଳ ଭାରତୀୟ ଜଗମିତ୍‌ ସିଂ

ଓଟାଓ୍ବା,୨୩।୧୦: କାନାଡ଼ାରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଲିବେରାଲ ପାର୍ଟି ଅଫ୍‌ କାନାଡ଼ା ଅଧିକ ସଂଖ୍ୟକ ଆସନରେ ସଫଳ...

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ...

ପୋଲିସ ମୁଖ୍ୟାଳୟରେ ଛୁରାମାଡ଼:୪ ଅଧିକାରୀ ମୃତ, ହତ୍ୟାକାରୀ ନିହତ

ପ୍ୟାରିସ୍‌,୪-୧୦(ଏଏଫ୍‌ପି):ପ୍ୟାରିସ୍‌ର ପୋଲିସ ମୁଖ୍ୟାଳୟରେ ଗୁରୁବାର ଜଣେ ବ୍ୟକ୍ତି ଛୁରାମାଡ଼ କରିଛନ୍ତି। ତାଙ୍କ ଆକ୍ରମଣରେ ୪ ପୋଲିସ ଅଧିକାରୀ ନିହତ ହୋଇଛନ୍ତି। ପୋଲିସର ଗୁଳିମାଡ଼ରେ ଆକ୍ରମଣକାରୀ ଟଳିପଡ଼ିଛନ୍ତି।...

ଆମେରିକା ପାଇଁ ବିପଦ ଚାଇନା କ୍ଷେପଣାସ୍ତ୍ର

ହଂକଂ,୨୦।୮: ଚାଇନା ସେନା(ପିଏଲ୍‌ଏ) ନିକଟରେ ଏମିତି କ୍ଷେପଣାସ୍ତ୍ର ରହିଛି ଯାହା ସେ ଆମେରିକାକୁ ଧମକ ଦେବାରେ ଯଥେଷ୍ଟ ବୋଲି ଏକ ରିପୋର୍ଟରୁ ଜଣାପଡିଛି। ଗୁଆମ, ଜାପାନ,...

Leave a comment

Your email address will not be published. Required fields are marked *