Posted inଜାତୀୟ

୪,୬୫୦ କୋଟି ଜବତ କଲାଣି ଇସି

ନୂଆଦିଲ୍ଲୀ,୧୬ା୪: ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ବର୍ତ୍ତମାନ ସୁଦ୍ଧା ଆଇନ ପ୍ରବର୍ତ୍ତନକାରୀ କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳରୁ ୪,୬୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଜବତ କରିଥିବା ଭାରତର ନିର୍ବାଚନ କମିଶନ (ଇସିଆଇ) ସୋମବାର ସୂଚନା ଦେଇଛନ୍ତି। ଲୋକ ସଭା ନିର୍ବାଚନ ଇତିହାସରେ ଏହା ସର୍ବାଧିକ ଅର୍ଥ ଜବତ ବୋଲି କୁହାଯାଉଛି। ମାର୍ଚ୍ଚ ୧ରୁ ଦୈନିକ ହାରାହାରି ୧୦୦ କୋଟି ଟଙ୍କା ଜବତ ହେଉଛି। ୨୦୧୯ର ସମ୍ପୂର୍ଣ୍ଣ ନିର୍ବାଚନ କାଳରେ ମୋଟ ୩,୪୭୫ କୋଟି ଟଙ୍କାରୁ ଅଧିକ ଜବତ ହୋଇଥିବାବେଳେ ଚଳିତ ଥର ଗୋଟିଏ ପର୍ଯ୍ୟାୟ ନିର୍ବାଚନ ଶେଷ ନ ହେଉଣୁ ତା’ଠାରୁ ବହୁତ ଅଧିକ ଜବତ ହେଲାଣି। ୨୦୧୯ ସାଧାରଣ ନିର୍ବାଚନ ତୁଳନାରେ ଏଥର ଅଧିକ ନିଶାଦ୍ରବ୍ୟ ଏବଂ ମାଗଣା ଉପହାର ଜବତ ହୋଇଛି। ବର୍ତ୍ତମାନ ସୁଦ୍ଧା ଜବତ ଡ୍ରଗ୍ସ ପରିମାଣ ୨,୦୬୮.୮ କୋଟି ଟଙ୍କା, ଯାହାକି ୨୦୧୯ ସାଧାରଣ ନିର୍ବାଚନ ବେଳେ ୧,୨୭୯.୯ କୋଟି ଟଙ୍କା ଥିଲା। ନିର୍ବାଚନରେ ଅସାଧୁ କାର୍ଯ୍ୟକୁ ରୋକି ସମସ୍ତଙ୍କୁ ସମାନ ସୁଯୋଗ ଦେବାର ସଂକଳ୍ପ ସ୍ବରୂପ ବ୍ୟାପକ ଯାଞ୍ଚ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?