Posted inଜାତୀୟ

ଚନ୍ଦ୍ରୟାନ -୨ର ସଫଳ ଉତ୍‌କ୍ଷେପଣ ପାଇଁ କାନପୁରରେ ପୂଜାର୍ଚ୍ଚନା

କାନପୁର,୨୨।୭: ଚନ୍ଦ୍ରୟାନ-୨ର ସଫଳ ଉତ୍‌କ୍ଷେପଣ ପାଇଁ ଉତ୍ତର ପ୍ରଦେଶର କାନପୁରରେ ସୋମାବାର ପୂଜାର୍ଚ୍ଚନା କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ -୨କୁ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଗତ ସପ୍ତାହରେ ଉତ୍‌କ୍ଷେପଣ କରାଯାଇ ନ ଥିଲା। ତେଣୁ ଏଥର ସଫଳ ଉତ୍‌କ୍ଷେପଣ ପାଇଁ ପୂଜାର୍ଚ୍ଚନା କରାଯାଇଥିବା ଜଣାପଡିଛି। ଶ୍ରାବଣର ପ୍ରଥମ ସୋମବାର ଓ ହିନ୍ଦୁ କ୍ୟାଲେଣ୍ଡରର ପଞ୍ଚମ ମାସ ହୋଇଥିବାରୁ ଏହାକୁ ଉତ୍ତର ଭାରତରେ ଖୁବ୍‌ ଧୁମଧାମରେ ପାଳନ କରାଯାଉଥିବାରୁ ଲୋକେ ଭମେଶ୍ୱର ମହାଦେବ ମନ୍ଦିରରେ ପୂଜାଚ୍ଚନା କରିବା ସମୟରେ ମହାଦେବଙ୍କୁ କ୍ଷୀରରେ ଗାଧୋଇ ଦେବା ସହ ସେଠାରେ ଇସ୍ରୋ, ଚନ୍ଦ୍ରୟାନ-୨ର ବ୍ୟାନର ଓ ଭାରତର ଜାତୀୟ ପତାକା ରଖି ପୂଜା କରାଯାଉଥିବା ଦେଖିବାକୁ ମିଳିଛି। ଏହା ଏକ ଐତିହାସିକ ଉତ୍‌କ୍ଷେପଣ ହେବ ବୋଲି କୁହାଯାଉଛି। ସୋମବାର ଦିନ ୨ଟା ୪୩ରେ ଏହାର ଉତ୍‌କ୍ଷେପଣ ପାଇଁ ସମସ୍ତ ପ୍ରସ୍ତୁତି ସରିଛି।


All Right Reserved By

ବିହାରରେ ଏଲ୍‌ଜେପି ଦୁଇଭାଗ

ପାଟନା,୧୫ା୬: କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ବିହାରରେ ଦୁଇଭାଗ ହୋଇଛି। ଦଳର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ଶର୍ମା...

ଅମରନାଥ ଯାତ୍ରା: ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଅକ୍ସିଜେନ୍‌ ଦେଲେ ଆଇଟିବିପି ଯବାନ

ଶ୍ରୀନଗର,୩।୭: ଅମରନାଥ ଯାତ୍ରାରେ ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଆଇଟିବିପି ଯବାନ ଅକ୍ସିଜେନ୍‌ ଦେବା ସହିତ ଆବଶ୍ୟକୀୟ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଛନ୍ତି। ଏହି ଯାତ୍ରୀମାନେ ସ୍ବାଭାବିକ...

କୁଲଗାମ୍‌ରେ ବିସ୍ଫୋରଣ: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଗୁରୁବାର ଏକ ବିସ୍ଫୋରଣରେ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି...

ଶପଥ ଗ୍ରହଣ କଲେ ଜଗନ ମୋହନଙ୍କ କ୍ୟାବିନେଟର ୨୫ ଜଣ ବିଧାୟକ

ଅମରାବତୀ,୮।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶନିବାର ସକାଳେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା ବେଳେ ତାଙ୍କ କ୍ୟାବିନେଟର ୨୫ ଜଣ ବିଧାୟକ...

କଂଗ୍ରେସ ସହ ମେଣ୍ଟକୁ ନା କହିଲେ ପାଓ୍ବାର

ମୁମ୍ବାଇ, ୨।୬: : କଂଗ୍ରେସ ସହ ଏନସିପି ମେଣ୍ଟ କରିବ ନାହିଁ ବୋଲି ଏନସିପି ଅଧ୍ୟକ୍ଷ ଶରଦ ପାୱାର କହିଛନ୍ତି। ଏନସିପିର ନିଜସ୍ବ ଏକ ସ୍ବତନ୍ତ୍ର...

୧୭୫ ବର୍ଷର ପୁରୁଣା ସ୍କୁଲ, ଯେଉଁଠି ଏବେ ବି ଗାନ୍ଧୀ ଟୋପି ପିନ୍ଧି ପଢୁଛନ୍ତି ଛାତ୍ର

ଭୋପାଳ, ୨୯।୯:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିଟି ଜିନିଷକୁ ସାଇତି ରଖିବା ପାଇଁ ସବୁବେଳେ ପ୍ରଚେଷ୍ଟା ହୋଇଆସିଛି। ସେ ଟୋପି ହେଉ ଅବା ସେ ବ୍ୟବହାର...

ପ୍ରଣବ, ନାନାଜୀ, ଭୂପେନଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୯।୮(ପି.ଟି.):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବର୍ଗତ ଭାରତୀୟ ଜନସଂଘ ନେତା ନାନାଜୀ ଦେଶମୁଖ ଏବଂ ସ୍ବର୍ଗତ ଗାୟକ ଭୂପେନ ହଜାରିକାଙ୍କୁ ଗୁରୁବାର ଦେଶର ସର୍ବୋଚ୍ଚ ବେସାମରିକ...

ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *