ରାଜ୍ୟରେ ୪୬୭ ପଜିଟିଭ୍‌: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୪ହଜାର ୨୭୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୫, ବରଗଡ଼ରୁ ୫, ଭଦ୍ରକରୁ ୩, ବଲାଙ୍ଗୀରରୁ ୧ , କଟକରୁ ୬୭, ଢେଙ୍କାନାଳରୁ ୬, ଗଞ୍ଜାମରୁ ୧୦, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୭, କେନ୍ଦୁଝରରୁ ୨, କୋରାପୁଟରୁ ୩, ମୟୂରଭଞ୍ଜରୁ ୯, ନୟାଗଡ଼ରୁ ୩, ନବରଙ୍ଗପୁରରୁ ୫, ପୁରୀରୁ ୧୬, ରାୟଗଡ଼ା ୩, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୨ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri