ନୂତନ ଟାଟା ଅଲଟ୍ରା ଟି ୭ ବଜାରରେ

ଅନୁଗୋଳ ଅଫିସ, ୨୩।୭

ଟାଟା ମୋଟର୍ସ ପକ୍ଷରୁ ନୂଆ ଅଲଟ୍ରା ଟି ୭ର ଅନୁଗୋଳ ସହରରେ ବଜାର ପ୍ରବେଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଟାଟାମୋଟର୍ସର ଓଡ଼ିଶା ମୁଖ୍ୟ ଅଭିଶେକ ଗୁପ୍ତା, ପ୍ରଡକ୍ଟ ମ୍ୟାନେଜର ଦୀପଙ୍କର ପାଣ୍ଡେ, ଟିଏସ୍‌ଏମ୍‌ ପ୍ରୀତମ ମହାପାତ୍ର, ତୃପ୍ତି ଅଟୋମୋଟିଭସ ସେଲ୍‌ସ ମୁଖ୍ୟ ପ୍ରଦୀପ ଚୋବେ ଏବଂ ସେଲ୍‌ସ ମ୍ୟାନେଜର ବିନୟ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ଭଉଣୀଭାଇଙ୍କୁ ସହାୟତା

ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ  ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ...

ଢେଙ୍କାନାଳରେ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା, ମିଲ୍‌ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ି ପଡ଼ିବାରୁ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିଲା।...

ବଜ୍ରପାତରେ ୨୩ ଗୋରୁ ମୃତ

ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ସମିତି ସଭ୍ୟଙ୍କ ମୃତ୍ୟୁ: ସାପ କାମୁଡ଼ିଥିବା ସନ୍ଦେହ

ଛେଣ୍ଡିପଦା, ୨୩।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗ୍ରାମର ପୂର୍ବତନ ସମିତି ସଭ୍ୟଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କୋଶଳା ପଞ୍ଚାୟତର ପୂର୍ବତନ...

ପାଲଲହଡ଼ାରେ ମୁକେଶ ୬୫୩୪ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୨ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୫୩୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ସ୍କୁଲ ଶ୍ରେଣୀଗୃହ ନିର୍ମାଣ ହେଉନି: ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୦।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ହେଉନାହିଁ। ଫଳରେ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ...

ମଧ୍ୟାହ୍ନଭୋଜନ ଖାଇ ୧୯ ଅସୁସ୍ଥ, ୨ ଗୁରୁତର

ତାଳଚେର,୧୩।୭(ନି.ପ୍ର.) : ମଧ୍ୟାହ୍ନଭୋଜନ ଖାଇ ଶନିବାର ପରଜଙ୍ଗ ବ୍ଲକ କଳେଇ ୟୁପିସ୍କୁଲର ୧୯ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସା ପାଇଁ ସମସ୍ତଙ୍କୁ ତାଳଚେର...

ଜୁନିୟର କଲେଜ ଯୁକ୍ତ ୨ ପରୀକ୍ଷା ଫଳ; ବାଣିଜ୍ୟରେ ୯୨.୩୯%, କଳାରେ ୭୭.୭୭% ପାସ୍‌

ଢେଙ୍କାନାଳ ଅଫିସ, ୨୧।୬-ଢେଙ୍କାନାଳ ଜୁନିୟର କଲେଜରେ ଯୁକ୍ତ୨ ବାଣିଜ୍ୟ ଏବଂ କଳା ବିଭାଗ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନ ୪ଟାରେ ପ୍ରକାଶିତ ହୋଇଛି। ବାଣିଜ୍ୟରେ ଐଶ୍ୱର୍ଯ୍ୟା...

Leave a comment

Your email address will not be published. Required fields are marked *