ରାଜ୍ୟରେ ୪୭ ଜଣ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶନିବାର ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୪ହଜାର ୬୩୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳର ୁ୧, ବାଲେଶ୍ୱରରୁ ୧୩, ବରଗଡ଼ରୁ ୩, ଭଦ୍ରକରୁ ୮, ବଲାଙ୍ଗୀରରୁ ୪ , କଟକରୁ ୧୫,ବୌଦ୍ଧରୁ ୧, ଦେବଗଡ଼ରୁ ୧, ଗଜପତିରୁ ୭, ଗଞ୍ଜାମରୁ ୧, ଜଗତ୍‌ସିଂହପୁରରୁ ୮, ଯାଜପୁରରୁ ୧୧, ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡ଼ରୁ ୩, ପୁରୀରୁ ୯, ରାୟଗଡ଼ା ୫, ସମ୍ବଲପୁରରୁ ୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri