Posted inଜାତୀୟ

୪୭ କୋଟିର ସୁନା, ରୁପା ଜବତ

ମୁମ୍ବାଇ,୧୫।୯: ମୁମ୍ବାଇର ଏକ ପ୍ରାଇଭେଟ ଲକର୍‌ରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୯୧.୫ କେଜି ସୁନା ଏବଂ ୧୫୨ କେଜି ଓଜନର ରୁପା ଜବତ କରିଛି। ଜବତ ସୁନା ଓ ରୁପାର ବଜାର ମୂଲ୍ୟ ୪୭ କୋଟି ଟଙ୍କା ରହିଛି। ମନି ଲଣ୍ଡରିଂ ନେଇ ସୁନା ବାର୍‌ ନିର୍ମାଣକାରୀ କମ୍ବାନୀରେ ଇଡି ଚଢ଼ାଉ କରିଥିବାବେଳେ ବୁଧବାର ଏହାର ପ୍ରାଇଭେଟ ଲକର ସର୍ଚ୍ଚ କରାଯାଇଥିଲା। ଆଉ ଏକ ଲକରରୁ ୧୮୮ କେଜିର ରୁପା ଇଡ଼ିର ହସ୍ତଗତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

ମଝି ଆକାଶରେ ପକ୍ଷୀ ସହ ଜାଗୁଆର ଯୁଦ୍ଧ ବିମାନ ଧକ୍କା

ଚଣ୍ଡିଗଡ଼,୨୭।୬: ହରିୟାଣା ଅମ୍ବାଲାରେ ଜାଗୁଆର ଯୁଦ୍ଧ ବିମାନ ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପକ୍ଷୀ ସହ ଧକ୍କା ଦେବାରୁ ଏଭଳି ହୋଇଥିବା କୁହାଯାଉଛି। ଦୁର୍ଘଟଣା ପରେ...

କରୋନା ପଜିଟିଭ ଭାବି ଆଉ ଜଣଙ୍କ ଶବ ଦାହ କଲେ ହସ୍ପିଟାଲ କର୍ତ୍ତୃପକ୍ଷ

ଫରିଦାବାଦ, ୨୦।୬- ହରିୟାଣାର ଜଣାଶୁଣା ସହର ଫରିଦାବାଦରେ ଶନିବାର ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ସିଭିଲ ହସ୍ପିଟାଲ କର୍ତ୍ତୃପକ୍ଷ...

ଆସନ୍ତା ୫ ବର୍ଷରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ…

ନୂଆଦିଲ୍ଲୀ, ୨।୪ : ଆସନ୍ତା ୪ରୁ ୫ ବର୍ଷ ମଧ୍ୟରେ ଦେଶରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ। ଅଷ୍ଟ୍ରେଲିଆ ସହିତ ବାଣିଜ୍ୟ ବୁଝାମଣା ଦ୍ୱାରା...

କୁଲଗାମ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ,୨୫ ।୭: ପାକିସ୍ତାନ ତା’ର ପ୍ରକୃତିରେ କେବେବି ପରିବର୍ତ୍ତନ କରୁନାହିଁ । ଜମ୍ମୁ-କଶ୍ମୀରର କୁଲଗାମରେ ପୁଣିଥରେ ଆତଙ୍କବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି । ହେଲେ ଏହାର...

ଡ୍ରଗ୍ସ୍‌ ମାମଲାରେ ନିଶୁଆ ପାନବାଲା ଗିରଫ

ମୁମ୍ବାଇ,୧୨।୧: ଡ୍ରଗ୍ସ୍‌ ମାମଲାରେ ମୁମ୍ବାଇର ନିଶୁଆ ପାନବାଲା ରାମକୁମାର ତିଓ୍ବାରିଙ୍କୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପକ୍ଷରୁ ଗିରଫ କରାଯାଇଛି। ତାଙ୍କ ପାଖରୁ ଅଧା କିଲୋଗ୍ରାମ ଗଞ୍ଜେଇ...

ମହିଳା ଡାକ୍ତରଙ୍କୁ ଜାଳିଦେଲେ, ନ୍ୟାୟ ପାଇଁ ସୋସିଆଲ ମିଡିଆରେ କ୍ୟାମ୍ପେନ୍‌ ଆରମ୍ଭ

ହାଇଦ୍ରାବାଦ,୨୯।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଦନଗର ଅଞ୍ଚଳରୁ ଜଣେ ମହିଳା ଡାକ୍ତରଙ୍କ ଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କୁ ନ୍ୟାୟ ଦେବା...

ପୁଣି ଆହ୍ଲାବାଦ ହାଇକୋର୍ଟକୁ ଫେରିଲା ଲଖିମପୁର ଖେରୀ ମାମଲା,…

ନୂଆଦିଲ୍ଲୀ, ୧୮।୪ : ଲଖିମପୁର ଖେରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏହା ସହ ଶୀର୍ଷ ଅଦାଲତ ପୁନର୍ବାର...

Advertisement
Archives

Model This Week