Posted inଜାତୀୟ

୪୭ ଆଇଏଏସ୍‌ ଏବଂ ଆଇପିଏସ୍‌ଙ୍କ ବଦଳି କଲେ ରାଜ୍ୟ ସରକାର

ଭୋପାଳ, ୧୧।୦୮: ରାଜ୍ୟରେ ୪୭ ଜଣ ଆଇଏଏସ୍‌ ଏବଂ ଆଇପିଏସ୍‌ଙ୍କ ବଦଳି କରିଛନ୍ତି ମଧ୍ୟ ପ୍ରଦେଶ ସରକାର । ମନ୍ଦସୌରର ପୋଲିସ୍‌ ଅଧୀକ୍ଷକ ଅନୁରାଗ ସୁଜନିଆଙ୍କ ସ୍ଥାନରେ ଏବେ ଅଭିଷେକ ଆନନ୍ଦ ମନ୍ଦସୌର ଜିଲାର ନୂଆ ଏସ୍‌ପି ହୋଇଛନ୍ତି । ଏଥିସହିତ, ଦୀନେଶ ଚନ୍ଦ୍ର ଜୈନଙ୍କ ସ୍ଥାନରେ ହିମାଂଶୁ ଚନ୍ଦ୍ର ନେମୁଚ ନୂତନ ଜିଲାପାଳ ଭାବେ ଦାୟିତ଼୍ବ ନେବେ । ମଧ୍ୟପ୍ରଦେଶ ସରକାରଙ୍କ ଗୃହ ବିଭାଗ ଏହି ଅଧିକାରୀମାନଙ୍କ ବଦଳିର ଏକ ଲମ୍ବା ତାଲିକା ପ୍ରକାଶ କରିଛି। ଏତେ ବଡ଼ ଆକାରର ବଦଳି ପାଇଁ କୌଣସି ର୍ନିଦ୍ଦିଷ୍ଟ କାରଣ ପ୍ରକାଶ କରିନାହାନ୍ତି ରାଜ୍ୟ ସରକାର । ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରହିଛି। ଏହା ସତ୍ତ଼୍େବ ବଡ ଧରଣର ଅଦଳ ବଦଳକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri