Posted inଜାତୀୟ

କ୍ରୋଧରେ କହିଥିଲି: ସତ୍ୟପାଲ୍‌

ଶ୍ରୀନଗର,୨୩ା୭(ପି.ଟି.)-ଆତଙ୍କବାଦୀମାନେ ନିରୀହ ଲୋକଙ୍କୁ ନ ମାରି ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଗୁଳି କରିବା ଉଚିତ ବୋଲି ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ସୋମବାର ଏଥିପାଇଁ ଦୁଃଖପ୍ରକାଶ କରିଛନ୍ତି। କ୍ରୋଧ ଓ ନୈରାଶ୍ୟର ବଶବର୍ତ୍ତୀ ହୋଇ ସେ ଏଭଳି କହିଦେଇଥିଲେ ବୋଲି ସେ ସଫେଇ ଦେଇଛନ୍ତି। ରାଜ୍ୟରେ ଦୁର୍ନୀତି ବଢ଼ିଚାଲିଥିବାରୁ ଏଥିରେ ସେ ଅତିଷ୍ଠ ହୋଇପଡିଲେଣି। ତେବେ ରାଜ୍ୟର ସାମ୍ବିଧାନିକ ମୁଖ୍ୟ ଭାବେ ତାଙ୍କର ଏଭଳି କହିବାର ନ ଥିଲା ବୋଲି ସତ୍ୟପାଲ କହିଛନ୍ତି। ରବିବାର କାର୍ଗିଲ ଅଞ୍ଚଳରେ ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବାବେଳେ ସତ୍ୟପାଲ୍‌ କହିଥିଲେ, ଯେଉଁ ବନ୍ଧୁକଧାରୀ ଯୁବକମାନେ ନିଜ ଲୋକଙ୍କୁ ହତ୍ୟା କରୁଛନ୍ତି। ନିରୀହମାନଙ୍କୁ ନ ମାରି ଯେଉଁମାନେ କଶ୍ମୀରର ସମ୍ପତ୍ତି ଲୁଟୁଛନ୍ତି ସେମାନଙ୍କୁ ହତ୍ୟା କର ବୋଲି କହିଥିଲେ।


All Right Reserved By

୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ

ଶ୍ରୀନଗର,୨୯।୮: ୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌। ଶ୍ରୀନଗରରେ ସୁରକ୍ଷା ପରିସ୍ଥିତି ଏବଂ କଶ୍ମୀର ଘାଟିରେ ସ୍ଥିତି...

୧୭ ଯାଏ ବଢ଼ିଲା ଚିଦାମ୍ବରମଙ୍କ ହାଜତ ମିଆଦ

ନୂଆଦିଲ୍ଲୀ,୪-୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଅକ୍ଟୋବର ୧୭...

କାମ ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ, ୩୧।୫: ଲଗାତର ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ କାମ ଆରମ୍ଭ କରିଛନ୍ତି ନରେନ୍ଦ୍ର ମୋଦି। ଶୁକ୍ରବାର ହାଇଦ୍ରାବାଦ ହାଉସରେ ସେ...

ହାଓଡି ମୋଦିଙ୍କ ସହ ନେହେରୁ, ଇନ୍ଦିରାଙ୍କୁ ତୁଳନା କରି ଟ୍ରୋଲ ହେଲେ ଥରୁର

ନୂଆଦିଲ୍ଲୀ,୨୪।୯: କେରଳ ଥିରୁଭାନନ୍ତପୁରମ୍‌ର ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବତ୍ତର୍ମାନ ସେ...

ଦୀପାବଳିରେ ଘର ସଜାନ୍ତୁ ରଙ୍ଗୋଲିରେ

ଦୀପାବଳିକୁ ଆଲୋକର ପର୍ବ କୁହାଯାଉଥିଲେ ସୁଦ୍ଧା ଏହି ଦିନକୁ ଘରକୁ ରଙ୍ଗୋଲି ବା ମୁରୁଜରେ ଅନେକ ଲୋକ ସଜାଇବାକୁ ପସନ୍ଦ କରିଥାଆନ୍ତି। ରଙ୍ଗୋଲି ସଂସ୍କୃତ ଶବ୍ଦ...

ସେପ୍ଟେମ୍ବରରେ ଏକାଠି ବୈଠକ କରିବେ ଆର୍‌ଏସ୍‌ଏସ୍‌-ଭାଜପା

ନୂଆଦିଲ୍ଲୀ,୨।୮: ରାଜସ୍ଥାନର ପୁଷ୍କରରେ ଆସନ୍ତା ସେପ୍ଟେମ୍ବର ୭-୯ ମଧ୍ୟରେ ଆର୍‌ଏସ୍‌ଏସ୍‌ ଓ ଭାଜପା ମଧ୍ୟରେ ଏକ ୩ ଦିନିଆ ବୈଠକ ଆୟୋଜନ କରାଯିବ ବୋଲି ସୂଚନା...

ଉଛୁଳିଲାଣି ଯମୁନା: ଆସିପାରେ ସବୁଠାରୁ ବଡ଼ ବନ୍ୟା

ନୂଆଦିଲ୍ଲୀ,୧୯।୮: ଆଗକୁ ଅଛି ଜନ୍ମାଷ୍ଟମୀ। ହେଲେ ଏବେଠାରୁ ଉଛୁଳିଲାଣି ଯମୁନା। ଲଗାଣ ବର୍ଷା ଫଳରେ ଯମୁନା ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ...

ବିଧାନସଭା ନିର୍ବାଚନରେ ଏକାକି ଲଢିବ ଜେଡିୟୁ

ପାଟନା,୯।୬: ଆସନ୍ତା ବିଧାନସଭା ନିର୍ବାଚନରେ ଜନତାଦଳ ୟୁନାଇଟେଡ(ଜେଡିୟୁ) ଏକାକି ଲଢିବ ବୋଲି ଜଣାପଡିଛି। ଭାଜପା ସହ ଜେଡିୟୁ ମେଣ୍ଟ କରିବ ନାହିଁ ବୋଲି ବିହାର ମୁଖ୍ୟମନ୍ତ୍ରୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *