ମାନହାନୀ ମାମଲାରେ ରତନ ଟାଟାଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩-୭: ବମ୍ବେ ହାଇକୋର୍ଟ ସୋମବାର ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା, ବର୍ତ୍ତମାନର ଅଧ୍ୟକ୍ଷ ଏନ୍‌.ଚନ୍ଦ୍ରଶେଖରନ ଏବଂ ଅନ୍ୟ ୮ଜଣଙ୍କ ବିରୋଧରେ ଚାଲିଥିବା ଅପରାଧିକ ମାନହାନୀ ମାମଲାକୁ ରଦ୍ଦ କରିଦେଇଛନ୍ତି। ମୁମ୍ବାଇର ମାଜିଷ୍ଟ୍ରେଟ ଅଦାଲତ ଗତବର୍ଷ ଡିସେମ୍ବରରେ ନୁସ୍‌ଲୀ ଓ୍ବାଡିଆଙ୍କ ଦ୍ୱାରା ଦାୟର ଏହି ମାମଲାରେ ଟାଟା ଓ ଅନ୍ୟମାନଙ୍କୁ ନୋଟିସ ଜାରି କରିଥିଲେ। ଟାଟା ଗ୍ରୁପ୍‌ କମ୍ପାନୀର ନିର୍ଦ୍ଦେଶକ ମଣ୍ଡଳରୁ ବିଦା ହେବା ପରେ ଓ୍ବାଡିଆଙ୍କ ପକ୍ଷରୁ ୨୦୧୬ରେ ଏହି ମାମଲା ଦାଏର କରାଯାଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ଟାଟା ସନ୍ସ ଓ ରତନ ଟାଟାଙ୍କ ପକ୍ଷରୁ ବମ୍ବେ ହାଇକୋର୍ଟରେ ମାମଲା ଦାଏର କରି ସ୍ଥାନୀୟ କୋର୍ଟରେ ଆଗତ ମାମଲାକୁ ଖାରଜ କରିଦେବାକୁ ଆବେଦନ କରିଥିଲେ।


All Right Reserved By Dharitri.Com

ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮-୮: ଅଲ୍‌ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍‌) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।...

ରେଳ ଯାତ୍ରୀ ବୀମା: ୨ ବର୍ଷରେ ୪୬ କୋଟି ପ୍ରିମିୟମ ସଂଗ୍ରହ

ନୂଆଦିଲ୍ଲୀ,୨୨ା୭: ରେଲଓ୍ବେ ଯାତ୍ରୀ ବୀମା ଯୋଜନା ଅଧୀନରେ ଗତ ଦୁଇବର୍ଷରେ ଘରୋଇ ବୀମା କମ୍ପାନୀ ପ୍ରାୟ ୪୬ କୋଟି ଟଙ୍କାର ପ୍ରିମିୟମ ଅର୍ଜନ କରିଛନ୍ତି। ଏହି ଅବଧିରେ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ...

ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ...

ଉତ୍ପାଦନ ବନ୍ଦ କଲେ ଅଟୋମୋବାଇଲ କମ୍ପାନୀ

କରୋନା ପ୍ରଭାବକୁ କମ୍‌ କରିବା ପଦକ୍ଷେପ ଅନ୍ତର୍ଗତ ଦେଶର ପ୍ରମୁଖ ଅଟୋମୋବାଇଲ ନିର୍ମାତା କମ୍ପାନୀଗୁଡିକ ରବିବାରଠାରୁ ଦେଶ ମଧ୍ୟରେ ଉତ୍ପାଦନ ବନ୍ଦ କରିଥିବା ଜଣାପଡିଛି। ପ୍ରମୁଖ...

ଆମେରିକା ସହ ଟ୍ରେଡ୍‌ ଓ୍ବାର୍‌; ଭାରତର ହାତ ଧରିବାକୁ ଚାଇନା ରାଜି

ନୂଆଦିଲ୍ଲୀ,୨୧-୭: ଆତଙ୍କବାଦ୍‌ ଓ ସୀମା ବିବାଦ ସମେତ ବହୁ ପ୍ରସଙ୍ଗରେ ଭାରତ ବିରୋଧୀ ମନୋଭାବ ପୋଷଣ କରୁଥିବା ଚାଇନା ଏବେ ଆମେରିକା ବିରୋଧରେ ଟ୍ରେଡ୍‌ ଓ୍ବାର୍‌ରେ...

ଆମଦାନୀ ଶୁଳ୍କ ନେଇ ଭାରତକୁ ପୁଣି ଟାର୍ଗେଟ କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦-୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମଦାନୀ ଶୁଳ୍କ ନେଇ ପୁଣିଥରେ ଭାରତକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ଉତ୍ପାଦ ବିଶେଷ କରି...

ଦକ୍ଷତା ବିକାଶ ମନ୍ତ୍ରଣାଳୟର କୌଶଳ ପକ୍ଷ ଅଭିଯାନ

ନୂଆଦିଲ୍ଲୀ,୨୪।୭: ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକତା ମନ୍ତ୍ରଣାଳୟ ପକ୍ଷରୁ କୌଶଳ ପକ୍ଷ ପାଳନ କରାଯାଉଛି। ଏହା ଚଳିତ ମାସ ୧୬ରୁ ୩୧ ଯାଏ ଅନୁଷ୍ଠିତ ହେବ।...

Leave a comment

Your email address will not be published. Required fields are marked *