ଆଜି ରାଜ୍ୟରୁ ୪୭୧୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୯ା୧(ବ୍ୟୁରୋ): ରବିବାର ରାଜ୍ୟରୁ ୪୭୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୫୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୧୬ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୬୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୬୨ ଏବଂ ସମ୍ବଲପୁରର ୪୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୨, ବାଲେଶ୍ୱର ୧୨୩,ବରଗଡ଼ ୫୬, ଭଦ୍ରକ ୭, ବଲାଙ୍ଗୀର ୯୯, ବୌଦ୍ଧ ୬, କଟକ ୩୬୦, ଦେବଗଡ଼ ୩୬, ଢେଙ୍କାନାଳ ୯, ଗଜପତି ୩୨, ଗଞ୍ଜାମ ୭୦, ଜଗତସିଂହପୁର ୬୩, ଯାଜପୁର ୮୩, ଝାରସୁଗୁଡ଼ା ୧୫୪, କଳାହାଣ୍ଡି ୧୫, କନ୍ଧମାଳ ୧୩, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୪୩, କୋରାପୁଟ ୬୫, ମାଲକାନଗିରି ୩, ମୟୂରଭଞ୍ଜ ୧୧୩, ନବରଙ୍ଗପୁର ୩୭, ନୟାଗଡ଼ ୩୪, ନୂଆପଡ଼ା ୩୨, ପୁରୀ ୧୧୯, ରାୟଗଡ଼ାରୁ ୩୧ ଏବଂ ସୋନପୁରରୁ ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୧୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୭୦,୮୬୯ରେ ପହଞ୍ଚିଥିବା ବେଳେ ୧୦,୪୬,୨୩୧ଜଣ ସୁସ୍ଥ ହୋଇଛନ୍ତି। ୧୬୧୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri