ଆଜି ରାଜ୍ୟରୁ ୪୭୧୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୯ା୧(ବ୍ୟୁରୋ): ରବିବାର ରାଜ୍ୟରୁ ୪୭୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୫୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୧୬ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୬୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୬୨ ଏବଂ ସମ୍ବଲପୁରର ୪୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୨, ବାଲେଶ୍ୱର ୧୨୩,ବରଗଡ଼ ୫୬, ଭଦ୍ରକ ୭, ବଲାଙ୍ଗୀର ୯୯, ବୌଦ୍ଧ ୬, କଟକ ୩୬୦, ଦେବଗଡ଼ ୩୬, ଢେଙ୍କାନାଳ ୯, ଗଜପତି ୩୨, ଗଞ୍ଜାମ ୭୦, ଜଗତସିଂହପୁର ୬୩, ଯାଜପୁର ୮୩, ଝାରସୁଗୁଡ଼ା ୧୫୪, କଳାହାଣ୍ଡି ୧୫, କନ୍ଧମାଳ ୧୩, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୪୩, କୋରାପୁଟ ୬୫, ମାଲକାନଗିରି ୩, ମୟୂରଭଞ୍ଜ ୧୧୩, ନବରଙ୍ଗପୁର ୩୭, ନୟାଗଡ଼ ୩୪, ନୂଆପଡ଼ା ୩୨, ପୁରୀ ୧୧୯, ରାୟଗଡ଼ାରୁ ୩୧ ଏବଂ ସୋନପୁରରୁ ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୧୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୭୦,୮୬୯ରେ ପହଞ୍ଚିଥିବା ବେଳେ ୧୦,୪୬,୨୩୧ଜଣ ସୁସ୍ଥ ହୋଇଛନ୍ତି। ୧୬୧୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri