Posted inUncategorized

ରାଜ୍ୟ ସଭା: ୧୨ ଟା ପର୍ଯ୍ୟନ୍ତ ଗୃହ ମୁଲତବି

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନ ସହ କଥା ହେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ କୁଆଡେ ଅନୁରୋଧ କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଆମେରିକା ଗସ୍ତ କରିଥିବା ସମୟରେ ଏମିତି ଏକ ମନ୍ତବ୍ୟ ରଖିଥିଲେ ଟ୍ରମ୍ପ। ମଙ୍ଗଳବାର ଏହାକୁ ନେଇ ରାଜ୍ୟ ସଭାରେ ବିରୋଧି ଶାସକ ଦଳଙ୍କୁ ଘେରିଛନ୍ତି। ଫଳରେ ରାଜ୍ୟ ସଭାକୁ ଦିନ ୧୨ ପର୍ଯ୍ୟନ୍ତ ମୁଲତବି କରାଯାଇଛି।


All Right Reserved By Dharitri.Com

Posted inUncategorized View All

ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ...

ଜମ୍ମୁ-କଶ୍ମୀରରେ ମୌଳିକ ଅଧିକାରରୁ ଲୋକେ ବଞ୍ଚିତ: ବିରକ୍ତ ହୋଇ ଇସ୍ତଫା ଦେଲେ ଆଇଏଏସ୍‌ ଅଫିସର

ଥିରୁଭାନନ୍ତପୁରମ୍‌,୨୫।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଲୋକେ ସାମ୍ବିଧାନିକ ମୌଳିକ ଅଧିକାରରୁ ବଞ୍ଚିତ ହେଉଥିବା ଅଭିଯୋଗ କରି ଜଣେ ଆଇଏଏସ୍‌ ଅଫିସର ଚାକିରିରୁ ଇସ୍ତଫା...

ଟୁ-ଇନ୍‌-ଓ୍ବାନ୍‌ ଅଭି

ଥରେ ଅପେରା ସିଜନ ଅଧାରେ ଏକ ପାର୍ଟିର ଆଙ୍କର କୌଣସି କାରଣବଶତଃ ପାର୍ଟି ଛାଡ଼ି ଚାଲିଗଲେ। ଠିକ୍‌ ସେତିକିବେଳେ ଜଲିଉଡ୍‌ର ବର୍ଷୀୟାନ ଅଭିନେତା କୈଳାସ ବେହେରା...

ଡିଏଲ୍‌ଆର କର୍ମଚାରୀ, ସଫେଇ କର୍ମଚାରୀଙ୍କ ଆନ୍ଦୋଳନ: ନୋଟିସ୍‌ ପଠାଇଲା ପୌରସଂସ୍ଥା

ଅନୁଗୋଳ ଅଫିସ, ୨୬ା୧୦ – ଆନ୍ଦୋଳନକୁ ଓହ୍ଲାଇଛନ୍ତି ପୌରପାଳିକାର ସଫେଇ କର୍ମଚାରୀ। ୧୦ ଡିଏଲ୍‌ଆର ସଫେଇ କର୍ମଚାରୀଙ୍କ ସହ ଠିକା ସଂସ୍ଥାର ୧୩୦ ସଫେଇ କର୍ମଚାରୀ...

ଅମର ଶହୀଦ ବାଜି ରାଉତ

ଡ. ଉଦ୍ଧବ ଚରଣ ନାୟକ ଢେଙ୍କାନାଳ ଏକ ପୂର୍ବତନ ଗଡ଼ଜାତ ରାଜ୍ୟ। ୧୯୨୫ ଡିସେମ୍ବର ୧୮ରେ ଏ ରାଜ୍ୟର ଶାସନ ଭାର ଗ୍ରହଣ କଲେ ରାଜା...

ଅସୁରକ୍ଷିତ ଭଞ୍ଜବିହାର ଛାତ୍ରାବାସ

ବ୍ରହ୍ମପୁର ଅଫିସ,୨୭ା୨ – ଭଞ୍ଜବିହାରରେ ୬ ଛାତ୍ରାବାସ ରହିଛି। ସେଗୁଡିକ ହେଲୋ ଋଷିକୁଲ୍ୟା, ବଂଶଧାରା, ନାଗାବଳୀ, ଇନ୍ଦ୍ରାବତୀ, ବାହୁଦା ଓ ଯୋଗେନ୍ଦ୍ର । ଏହା ସବୁ...

ପିଲାଙ୍କୁ ଦିଅନ୍ତୁ ଅନୁଶାସନ ଶିକ୍ଷା

ନୂଆଦିଲ୍ଲୀ: ସବୁ ପରିବାରର କିଛି ନା କିଛି ନିୟମ ରହିଥାଏ, ଯାହାକୁ ଘରର ସମସ୍ତ ସଦସ୍ୟଙ୍କୁ ମାନିବାକୁ ପଡ଼େ। ଏହି ନିୟମ ହିଁ ପିଲାମାନଙ୍କୁ ଅନୁଶାସନରେ...

Leave a comment

Your email address will not be published. Required fields are marked *