Posted inଜାତୀୟ

ନିଜ ଗାଁର ପ୍ରତି ପରିବାରକୁ ୧୦ ଲକ୍ଷ ଲେଖାଏଁ ଦେବେ କେସିଆର୍‌: ରାଜ୍ୟ ସରକାରଙ୍କ ଉପରେ ପଡ଼ିବ ଅତିରିକ୍ତ ୨ ହଜାର କୋଟି ବୋଝ

ହାଇଦ୍ରାବାଦ୍‌,୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ଗାଁର ପ୍ରତି ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ଘୋଷଣା କରିଛନ୍ତି। ସେ ପୈତୃକ ଗାଁ ଚିନ୍ତାମଡାକା ଗସ୍ତ କରିଥିବା ଅବସରରେ ଏହା କହିଛନ୍ତି। ଗାଁର ୨ ହଜାର ପରିବାରକୁ ଏହି ଅନୁଦାନ ପ୍ରଦାନ କରାଗଲେ ରାଜ୍ୟ ସରକାରଙ୍କ ଉପରେ ୨ ହଜାର କୋଟି ଟଙ୍କାର ଅତିରିକ୍ତ ବୋଝ ପଡ଼ିବ ବୋଲି କୁହାଯାଉଛି। ତେବେ କେସିଆର୍‌ଙ୍କ ଏହି ଘୋଷଣା ନେଇ ବିରୋଧୀଙ୍କ ପକ୍ଷରୁ ସମାଲୋଚନା କରାଯାଇଛି।


All Right Reserved By

ମାମଲାର ନିରପେକ୍ଷ ତଦନ୍ତ କର

ନୂଆଦିଲ୍ଲୀ,୧୪ା୮(ପି.ଟି.): ସିବିଆଇ ‘ରାଜନୈତିକ ହାତବାରିସୀ’ ଭାବେ ବ୍ୟବହୃତ ନହୋଇ ଅଧିକ ସ୍ବାଧୀନ ଓ ନିରପେକ୍ଷ ତଦନ୍ତ କରିବା ଉଚିତ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ...

୬୨ରେ ଭାଜପା ଏବଂ ୩୦ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି...

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ...

ପୋଲିସ ପିତାଙ୍କୁ ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବନାତ୍ମକ ଭିଡ଼ିଓ ଶେୟାର କଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୪: କର୍ତ୍ତବ୍ୟ ଆଗରେ ସ୍ନେହ ମମତା ତୁଛ। ଏବେ ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ ହୋଇଛି। ଏହାକୁ ଅପଲୋଡ୍‌ କରିଛନ୍ତି ଓଡ଼ିଶାର ସିଆଇଡି...

ପୁଣି ଥରେ ମିଗ୍‌-୨୧ ଯୁଦ୍ଧ ବିମାନ ଉଡାଇବେ ଅଭିନନ୍ଦନ

ନୂଆଦିଲ୍ଲୀ,୧୦।୮: ପାକିସ୍ତାନ ଏଫ୍‌-୧୬ ବିମାନକୁ ଧ୍ୱଂସ କରିଥିବା ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଏବେ ପୁଣି ଥରେ ମିଗ୍‌-୨୧ ଯୁଦ୍ଧ ବିମାନ ଉଡାଇବେ...

ରାଜ୍ୟପାଳଙ୍କ ନିମନ୍ତ୍ରଣକୁ ସ୍ବୀକାର କଲେ ରାହୁଲ: କହିଲେ, ସ୍ବତନ୍ତ୍ର ବିମାନ ବଦଳରେ ଲୋକଙ୍କୁ ଭେଟିବାକୁ ମିଳୁ ଅନୁମତି

ନୂଆଦିଲ୍ଲୀ,୧୩।୮: ଜମ୍ମୁ-କଶ୍ମୀରର ପ୍ରକୃତ ପରିସ୍ଥିତି ଜାଣିବା ପାଇଁ ରାଜ୍ୟପାଳ ସତ୍ୟପାଲ ମଲିକ ଦେଇଥିବା ନିମନ୍ତ୍ରଣକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସ୍ବୀକାର କରିଛନ୍ତି। ଏଥିସହ ସେ...

ବିଦାହେବେ ବେଆଇନ ପ୍ରବାସୀ

ଓ୍ବାଶିଂଟନ,୧୯ା୬( ଆଇଏଏନ୍‌ଏସ୍‌): ଆମେରିକାରେ ବେଆଇନ ଭାବେ ବସବାସ କରୁଥିବା ପ୍ରବାସୀମାନଙ୍କୁ ସ୍ବଦେଶକୁ ପ୍ରତ୍ୟର୍ପଣ କରାଯିବ। ଏନେଇ ଦେଶର ଅପ୍ରବାସନ ପ୍ରବର୍ତ୍ତନ କର୍ତ୍ତୃପକ୍ଷ ଆସନ୍ତା ସପ୍ତାହରେ ଅଭିଯାନ...

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *