Posted inଖେଳ

ଆଗାମୀ ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନ ଦଳକୁ ସଜାଡି ଦେବି: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌

ଇସଲମାବାଦ୍‌, ୨୩।୭: ୨୦୧୯ ଆଇସିସି ବିଶ୍ୱକପର ସେମିଫାଇନାଲରେ ସ୍ଥାନ ପକ୍କା କରିବାରେ ପାକିସ୍ତାନ ବିଫଳ ରହିଥିଲା। ବିଶ୍ୱକପରୁ ବିଦା ହେବା ପରେ ଖେଳାଳିଙ୍କ ଫିଟ୍‌ନେସ୍‌କୁ ନେଇ ଆଲୋଚନା ହୋଇଥିଲା। ଏନେଇ ମୁହଁ ଖୋଲିଛନ୍ତି ଦେଶର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ସେ କହିଛନ୍ତି, ଆଗାମୀ ବିଶ୍ୱକପ୍‌ ପୂର୍ବରୁ ମୁଁ ନିଜେ ପାକିସ୍ତାନ ଦଳକୁ ସଜାଡି ଦେବି। କେବଳ ପ୍ରତିଭାସମ୍ପନ୍ନ ଖେଳାଳି ହିଁ ଦଳରେ ସ୍ଥାନ ପାଇବେ। ସେମାନଙ୍କୁ ଏବେଠାରୁ ଟ୍ରେନିଂ ଦିଆଯିବ। ଆଗାମୀ ବିଶ୍ୱକପ୍‌ରେ ପାକିସ୍ତାନ ବିଶ୍ୱବିଜେତା ହେବା ପାଇଁ ହିଁ ଖେଳିବ ବୋଲି ଇମ୍ରାନ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜନୀତିକୁ ଆସିବା ପୂର୍ବରୁ ଇମ୍ରାନ ଜଣେ କ୍ରିକେଟର ଥିଲେ। ସେ ପାକିସ୍ତାନ ଦଳର ନେତୃତ୍ୱ ନେଇ ୧୯୯୨ରେ ଦେଶକୁ ବିଶ୍ୱବିଜେତା କରାଇଥିଲେ।


All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ପରେ ପ୍ରଥମଥର ପାଇଁ ଭାରତୀୟ ଡେସିଂ ରୁମ୍‌ରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୨।୧୦: ବିଶ୍ୱକପ୍‌ ପରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଥମଥର ପାଇଁ ଭାରତୀୟ ଦଳର ଡ୍ରେସିଂ ରୁମରେ ଦେଖିବାକୁ ମିଳିଛି।...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ସିଙ୍ଗଲ୍ସ ଇଭେଣ୍ଟର ମୁଖ୍ୟ ଡ୍ର’ରେ ଭାରତର ୨୪

କଟକ ଅଫିସ,୨୧ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ୨୧ତମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଶନିବାର ସିଙ୍ଗଲ୍ସ ଇଭେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଖେଳାଯାଇଛି। ଆୟୋଜକ ଭାରତର...

ସୟଦ ମୁସ୍ତାକ ଅଲି ଟି୨୦: ଫାଇନାଲରେ କର୍ନାଟକ

ସୁରାଟ,୨୯।୧୧- ଅଭିମନ୍ୟୁ ମିଥୁନଙ୍କ ଘାତକ ବୋଲିଂ ପରେ ଓପନରଙ୍କ ଅର୍ଦ୍ଧଶତକ ବଳରେ କର୍ନାଟକ ୮ ଉଇକେଟ ହାତରେ ରଖି ହରିୟାଣାକୁ ହରାଇ ଚଳିତ ସୟଦ ମୁସ୍ତାକ...

ତ୍ରି-ରାଷ୍ଟ୍ରୀୟ ଟି୨୦: ଆଫଗାନିସ୍ତାନକୁ ଜିତାଇଲେ ନବି

ଢାକା, ୧୫।୯- ସ୍ଥାନୀୟ ଶେର୍‌ ଇ ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜର ଏକ ମ୍ୟାଚ୍‌ରେ ଆଫଗାନିସ୍ତାନ ୨୫ ରନରେ ଘରୋଇ...

କେଉଁ ଭଳି ଆରମ୍ଭ ହୋଇଥିଲା ରଣଜୀ ଟ୍ରଫି

ରଣଜୀ ଟ୍ରଫି ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଘରୋଇ କ୍ରିକେଟ ପ୍ରତିଯୋଗିତା। ଏଥିରୁ ହିଁ ଖେଳାଳିଙ୍କୁ ଭାରତୀୟ ଦଳ ପାଇଁ ଚୟନ କରାଯାଏ। କିନ୍ତୁ ଏହି ରଣ୍‌ଜୀ...

ଭାରତ-ସିରିଆ ମ୍ୟାଚ ଡ୍ର

ଅହମ୍ମଦାବାଦ, ୧୭ା୭ (ପି.ଟି.)- ଭାରତ ଓ ସିରିଆ ମଧ୍ୟରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଅନ୍ତିମ ଲିଗ୍‌ ମ୍ୟାଚ ୧-୧ ଗୋଲ୍‌ରେ ବରାବର ଭାବେ ଶେଷ...

୨୦୩୨ ଅଲିମ୍ପିକ୍ସ ବିଡ୍‌ ଦାଖଲ କରିବ ଭାରତ

ବେଙ୍ଗାଲୁରୁ,୯ା୬: ୨୦୩୨ ଅଲିମ୍ପିକ୍ସ ପାଇଁ ଭାରତ ବିଡ୍‌ ଦାଖଲ କରିବାକୁ ନିଷ୍ପତ୍ତି ନେଇଛି। କେବଳ ମୁମ୍ବାଇ ଓ ନୂଆଦିଲ୍ଲୀ ନୁହେଁ ବରଂ ବେଙ୍ଗାଲୁରୁ ମଧ୍ୟ ଏହି...

କୋଭିଡ୍‌-୧୯: ଶ୍ରୀଲଙ୍କା କ୍ରିକେଟ ଦେବ ୨୫ ନିୟୁତ ଟଙ୍କା

କଲମ୍ବୋ, ୨୪ା୩ (ପି.ଟି.)- କୋଭିଡ୍‌ -୧୯ ବିରୋଧରେ ଚାଲିଥିବା ଲଢେଇରେ ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି) ସୋମବାର ସରକାରଙ୍କୁ ୨୫ ନିୟୁତ ଟଙ୍କା (ଶ୍ରୀଲଙ୍କା ମୁଦ୍ରାରେ) ଦାନ...

Leave a comment

Your email address will not be published. Required fields are marked *