Posted inଜାତୀୟ

ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ବାସ ଭବନ ସୁରକ୍ଷା ପାଇଁ ୨୫ ଲକ୍ଷ ଖର୍ଚ୍ଚ କରିବେ ରାଜ୍ୟ ସରକାର

ହାଇଦ୍ରାବାଦ୍‌,୨୩।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ବାସ ଭବନ ସୁରକ୍ଷା ପାଇଁ ୨୪ ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି କରାଯାଇଥିବା କୁହାଯାଉଛି। ଏହାପୂର୍ବରୁ ଜଗନମୋହନଙ୍କ ଅମରାବତୀସ୍ଥିତ ବାସଭବନର ସୁରକ୍ଷା ପାଇଁ ୮ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ସମୟରେ ଜଗନମୋହନ ସୁରକ୍ଷା ଲାଗି ଖର୍ଚ୍ଚ ହେଉଥିବା ଟଙ୍କାର ବିରୋଧ କରିଥିଲେ। ତେବେ ବର୍ତ୍ତମାନ ଜଗନମୋହନ ଏଭଳି କରୁଥିବାରୁ ବିରୋଧୀ ଟିଡ଼ିପି ପକ୍ଷରୁ ସମାଲୋଚନା ଆରମ୍ଭ ହୋଇଛି।


All Right Reserved By Dharitri.Com

ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାର ବଳାତ୍କାର ପୀଡ଼ିତା ନାବାଳିକାଙ୍କ ସହାୟତା କରନ୍ତୁ ବୋଲି ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି। ବାଳ ଯୌନ ଶୋଷଣ ମାମଲାର ବିଚାର କରି ସର୍ବୋଚ୍ଚ...

ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’...

ପ୍ରଥମ ଗେଟ୍‌ ବନ୍ଦ, ଦୁଇ ନମ୍ବର ଗେଟ୍‌ରେ ପ୍ରବେଶ କଲେ ରାଜ୍ୟପାଳ

କୋଲକତା,୫।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ରାଜ୍ୟପାଳ ଜଗଦିପ ଧନକରଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଏବେ ପୁଣିଥରେ ଦେଖିବାକୁ ମିଳିଛି। ଗୁରୁବାର ରାଜ୍ୟପାଳ...

ଯେଉଁଠି ରାତିରେ କଳା ରଙ୍ଗ ହୋଇଯାଏ ବାଲି

ଗୁଜରାଟର ଦୁମାସ୍‌ ସମୁଦ୍ରତଟ ଆଜି ବି ଲୋକଙ୍କ ମନରେ ଭୟ ସଞ୍ଚାର କରି ରଖିଛି। ଜନଶ୍ରୁତି ଅନୁସାରେ, ଏଠାରେ ପାପ ଶକ୍ତିଙ୍କ ପ୍ରଭାବ ରହିଥିବା ଜଣାଯାଏ।...

ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ

ପାଟନା,୨୭।୧୧: ବିହାରରେ ଜଣେ ବିଧାୟକ ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଛନ୍ତି। ଏହାକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର ଆର୍‌ଜେଡି...

ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍‌ ଷ୍ଟେଶନ୍‌ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ

ଓ୍ବାଶିଂଟନ୍‌,୨୦।୫(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍‌ନାଲ ସ୍ପେସ୍‌ ଷ୍ଟେଶନ୍‌...

ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୫: ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ କର୍ନାଟକ ସରକାର ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ମେ ୩୧ ପର୍ଯ୍ୟନ୍ତ...

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା...

Leave a comment

Your email address will not be published. Required fields are marked *