Posted inଜାତୀୟ

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ ଘାଘର ନଦୀରେ ଆସିଥିବା ବନ୍ୟା ଏହି ସବୁ ଅଞ୍ଚଳରେ ବ୍ୟାପକ କ୍ଷତି କରିଛି। ଏକର ଏକର ଚାଷ ନଷ୍ଟ ହେବା ସହ ଲୋକେ ବାସ ହରାଇଛନ୍ତି। ତେବେ ବନ୍ୟା ସମ୍ପର୍କିତ କ୍ଷୟକ୍ଷତିର ସର୍ଭେ କରିଛନ୍ତି ଅମରିନ୍ଦର।


All Right Reserved By Dharitri.Com

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ...

ଉନ୍ନାଓ ପୀଡିତାଙ୍କ ପରିବାରର ସମସ୍ତ ଦାବି ପୂରଣ କରାଯିବ: ଲକ୍ଷ୍ନୌ କମିଶନର

ଲକ୍ଷ୍ନୌ,୮।୧୨: ଉନ୍ନାଓ ପୀଡିତାଙ୍କ ପରିବାର ଯେଉଁସବୁ ଦାବି କରିଥିଲେ ତାହା ପୂରଣ କରାଯିବ ବୋଲି ଶନିବାର କଥା ଦେଇଛନ୍ତି ଉତ୍ତର ପ୍ରଦେଶ ପ୍ରଶାସନ। ଲକ୍ଷ୍ନୌ ଡିଭିଜନାଲ...

ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଝାଡ଼ଖଣ୍ଡର ୪ଟି ଜିଲାର ୧୫ ଆସନ ପାଇଁ ମତଦାନ ଆରମ୍ଭ

ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ...

ୟୁପି ପୋଲିସକୁ ଛାତ୍ରୀଙ୍କ ପ୍ରଶ୍ନ: ଅଭିଯୋଗ କଲେ ଆମକୁ ଉନ୍ନାଓ ପୀଡିତାଙ୍କ ଭଳି ଦୁର୍ଘଟଣାର ଶିକାର ହେବାକୁ ପଡିବନି ତ

ବାରବାଙ୍କି,୧।୮: ବାଳିକା ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଜରିଆରେ ଉତ୍ତର ପ୍ରଦେଶ ପୋଲିସ ପକ୍ଷରୁ ଆୟୋଜିତ ହେଉଛି ସତେଚନତା କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ବୁଧବାର ଉତ୍ତର...

ଲୋକ ସଭା, ବିଧାନସଭାରେ ଆଉ ୧୦ ବର୍ଷ ବଢ଼ିବ ସଂରକ୍ଷଣ

ନୂଆଦିଲ୍ଲୀ,୫ା୧୨(ପି.ଟି.): ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କ ଲାଗି ସଂରକ୍ଷଣ ସୁବିଧା ଆଉ ୧୦ ବର୍ଷ ବଢ଼ାଇବା...

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି...

କେଜ୍‌ରିଓ୍ବାଲଙ୍କ ବିବାଦୀୟ ମନ୍ତବ୍ୟ: ଟ୍ରେନ୍‌ରେ ୫୦୦ ଟଙ୍କାର ଟିକେଟ କାଟି ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ପାଇଁ ଦିଲ୍ଲୀ ଆସୁଛନ୍ତି ବିହାରୀ

ନୂଆଦିଲ୍ଲୀ,୩୦।୯:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିଓ୍ବାଲ ବିହାରବାସୀଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସଞ୍ଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ୩୬୨ ଶଯ୍ୟା ବିଶିଷ୍ଟ...

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି।...

Leave a comment

Your email address will not be published. Required fields are marked *