ନାଲ୍‌କୋ ପ୍ଲାଣ୍ଟରେ ଦୁର୍ଘଟଣା, ୪ ଗୁରୁତର

ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍‌କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ ଫ୍ଲାଶ୍‌ ଓଭରରୁ ନିଆଁ ଲାଗିଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀଙ୍କୁ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


All Right Reserved By Dharitri.Com

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ...

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର...

ସୁଧୀର ୧୦୧୪୫ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୦ମ ରାଉଣ୍ଡ ସୁଦ୍ଧା ୭୧,୦୬୬ ଭୋଟ କାଉଣ୍ଟ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୩୩,୪୦୪ ଖଣ୍ଡ ଭୋଟ...

ନିର୍ମାଣ ହେଉନି ଯାତ୍ରୀ ବିଶ୍ରାମାଗାର: ପଥଚାରୀ ହନ୍ତସନ୍ତ

ବଇଣ୍ଡା,୧୮।୫(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ସଂପ୍ରସାରଣ ପାଇଁ ବିଭିନ୍ନ ଛକରେ ଥିବା ଯାତ୍ରୀ ବିଶ୍ରାମଗାର ଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରୁ ମଧ୍ୟ...

୩ୟ ରାଉଣ୍ଡ: ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୩ୟ ରାଉଣ୍ଡରେ ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ତୃତୀୟ ରାଉଣ୍ଡରେ ବ୍ରଜ ୧୪୦୬ ଖଣ୍ଡ ଭୋଟ ପାଇଛନ୍ତି।...

ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ  ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା...

କାଉଡ଼ିଆଙ୍କ ବୋଲବମ୍‌ ଶବ୍ଦରେ କମ୍ପିଲା ବୁଦ୍ଧେଶ୍ୱର

ଭୁବନ, ୨୨।୭(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବୁଦ୍ଧେଶର ଶୈବପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ଜଳଲାଗି ପାଇଁ ୧୦ ହଜାରରୁ ଉଦ୍ଧର୍‌ବ କାଉଡ଼ିଆଙ୍କ ସମାଗମ ହୋଇଥିଲା।...

Leave a comment

Your email address will not be published. Required fields are marked *