Advertisement
Posted inଜାତୀୟ

ଦେଶରେ ୪୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଜଣେ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୭,୩୯୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୨,୧୭,୧୪୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭,୯୧୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୩୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇଟାଲୀ-ପାକିସ୍ତାନ-ଭାରତରେ ବାଦଲଫଟା ବର୍ଷା ଯୋଗୁ କୋଟିକୋଟି ଲୋକ ବେଘର…

ଓ୍ବାଶିଂଟନ/ରୋମ୍‌/ଇସଲାମାବାଦ/ନୂଆଦିଲ୍ଲୀ, ୧୮।୯ : ସମ୍ପ୍ରତି ବନ୍ୟା ପରିସ୍ଥିତିକୁ ନେଇ ପୃଥିବୀର କେତେକ ଦେଶରେ ସଙ୍କଟ ଜାରି ରହିଛି। ଆମେରିକା ଠାରୁ ଇଟାଲୀ, ପାକିସ୍ଥାନ ପର୍ଯ୍ୟନ୍ତ ତଥା...

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍‌ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍‌

ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ...

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ...

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...

ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍‌: ଏନ୍‌ଆଇଏ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି।...

ନ୍ୟାୟପାଳିକା ଉପରେ ଦେଶବାସୀଙ୍କ ଭରସା

ନୂଆଦିଲ୍ଲୀ, ୧୮।୭: ବିଶ୍ୱର ସର୍ବବୃହତ୍‌ ଗଣତନ୍ତ୍ର ଭାରତର ବିଚାର ବ୍ୟବସ୍ଥା ଉପରେ ଦେଶବାସୀଙ୍କ ଭରସା ରହିଛି। ସେମାନେ କୋର୍ଟରୁ ନ୍ୟାୟ ପାଇବା ନେଇ ଦୃଢ଼ ନିଶ୍ଚିତ...

ସ୍ବାମୀଙ୍କ ସମ୍ପର୍କୀୟ ଦର୍ଶାଇ କାହାକୁ ଅଭିଯୁକ୍ତ କରାଯାଇ ପାରିବ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨୨।୫ : ପାରିବାରିକ ହିଂସା ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଦାଲତ କହିଛନ୍ତି ଯେ ଘରୋଇ ହିଂସା ମାମଲାରେ...

ଲୋକ ସଭାରେ ଭାଜପା-କଂଗ୍ରେସ ମଧ୍ୟରେ କାଦୁଅ ଫିଙ୍ଗା

ନୂଆଦିଲ୍ଲୀ,୧୩।୨: କେନ୍ଦ୍ରୀୟ ବଜେଟ୍‌ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ବଜେଟ ଉପରେ ହୋଇଥିବା ଚର୍ଚ୍ଚାରେ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ...

Advertisement
Archives

Model This Week