ଏଭରେଷ୍ଟ ଅଭିଯାନ : ୩ନଂ. ବେସ୍‌ କ୍ୟାମ୍ପରେ କଳ୍ପନା

ଢେଙ୍କାନାଳ ଅଫିସ,୧୩ା୫: ଏଭରେଷ୍ଟର ଉତ୍ତୁଙ୍ଗ ଶିଖରକୁ ଛୁଇଁବାକୁ ଅଦମ୍ୟ ଇଚ୍ଛା ନେଇ ପୁଣିଥରେ ଅଭିଯାନ ଆରମ୍ଭ କରିଛନ୍ତି ଢେଙ୍କାନାଳର ଦୁଃସାହସିକା କ୍ରୀଡ଼ାବିତ୍‌ କଳ୍ପନା ଦାଶ। ନେପାଳର କାଞ୍ଚତ୍ମାୟା ତମାଙ୍ଗ ଏବଂ ଚାଇନାର ଲିଆମୁ ମାଙ୍କ ସହ ସେ ନେପାଳରୁ ଏଭରେଷ୍ଟ ଚଢ଼ିବା ଆରମ୍ଭ କରିଥିବାବେଳେ ଅଭିଯାତ୍ରୀ ଦଳର ସଦସ୍ୟମାନେ ୩ନଂ. ବେସ୍‌ କ୍ୟାମ୍ପରେ ପହଞ୍ଚତ୍ସାରିଛନ୍ତି। ରବିବାର କ୍ୟାମ୍ପରୁ ଭାରତୀୟ ଶାଢ଼ି ପିନ୍ଧି କଳ୍ପନା ନିଜର ଫଟୋ ହ୍ବାଟ୍ସଆପ୍‌ରେ ଶେୟାର କରିବା ସହ ଅଭିଯାନ ସମ୍ପର୍କରେ ସୂଚନା ଦେଇଛନ୍ତି।

କଳ୍ପନା କହିଛନ୍ତି ଯେ, ସହଯାତ୍ରୀଙ୍କ ସହ ସେ ୩ନଂ. ବେସ୍‌ କ୍ୟାମ୍ପରେ ପହଞ୍ଚତ୍ଛନ୍ତି। ପ୍ରବଳ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଆଗକୁ ଚଢ଼ିବା କଷ୍ଟକର ହେଉଛି। ତଥାପି ଅଭିଯାତ୍ରୀ ଦଳ ଉଦ୍ୟମ ଚଳାଇଛନ୍ତି। ବିଶ୍ୱଶାନ୍ତି, ବନ୍ଧୁତ୍ୱ ଏବଂ ମହିଳା ସଶକ୍ତୀକରଣ ବାର୍ତ୍ତା ନେଇ ଏହି ଅଭିଯାନ ଆରମ୍ଭ ହୋଇଛି। ମହିଳାମାନେ ଦୁଃସାହସିକ କ୍ରୀଡ଼ାରେ ଭାଗନେବା ପାଇଁ ପ୍ରେରିତ କରିବା ଏହାର ଅନ୍ୟତମ ଉଦ୍ଦେଶ୍ୟ। ବିଶିଷ୍ଟ ମାଉଣ୍ଟେନର ପେମ୍ବା ଧୀରଜେ ସେରପା ଅଭିଯାନର ନେତୃତ୍ୱ ନେଉଥିବା ସେ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଦନ୍ତା ହାତୀ ନେଲା ୨ ଜୀବନମୋଟଙ୍ଗାରେ ବୃଦ୍ଧ, ଛେଣ୍ଡିପଦାରେ ବୃଦ୍ଧାଙ୍କୁ ମାରିଲା

ଢେଙ୍କାନାଳ ଅଫିସ,୨୦ା୫- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ହିନ୍ଦୋଳରୋଡ ଫାଣ୍ଡିର ଗୁଣୁଦେଇ ଗ୍ରାମରେ ସୋମବାର ସକାଳ ସାଢେ ୬ଟାରେ ହାତୀ ଆକ୍ରମଣରେ ମଙ୍ଗରାଜ ପାତ୍ର(୬୫)ଙ୍କ...

ଅଚଳ ପମ୍ପ ବଢ଼ାଉଛି ସଙ୍କଟ: ଜଳ ପାଇଁ ଡହଳବିକଳ

ବଇଣ୍ଡା,୧୭।୪(ଡି.ଏନ.ଏ.)- ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ସରକାର ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବହୁ ପ୍ରକଳ୍ପ...

ପରଜଙ୍ଗ: ୫ମ ରାଉଣ୍ଡ ସୁଦ୍ଧା ଭାଜପାର ବିଭୂତି ପ୍ରଧାନ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ଆସନରେ ୫ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ୧୨,୬୦୧ ଖଣ୍ଡ ଭୋଟ ସହ ଆଗୁଆ ରହିଛନ୍ତି।...

ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ ଅଫିସ,୧୯ା୭-ଢେଙ୍କାନାଳ ଜିଲା ସଦର ଥାନା ଝାରଗାଡିଆ ଫାଣ୍ଡି କାଉଁରିଆପାଳ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଉର୍ମିଳା ନାଏକ(୪୦)ଙ୍କ ମୃତ୍ୟୁ ଘଟିଛି। ସେ ଶୌଚ...

ଅଂଶୁଘାତ ୱାର୍ଡରେ ଦିଦିଙ୍କ କେକ୍‌ କଟା ଘଟଣା: ଏଡିଏମ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୧।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଅଂଶୁଘାତ ୱାର୍ଡରେ ଗତ ଶନିବାର ରାତିରେ ଜନୈକା ଦିଦିଙ୍କ ଜନ୍ମଦିନ ପାଳନ ବେଳେ କେକ୍‌ କଟାଯିବା...

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୩୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୩୪ ଭୋଟରେ ଆଗରେ...

ବିନୋଦ ହ୍ୟୁଣ୍ଡାଇରେ ଭେନ୍ୟୁର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ କାଣ୍ଡସର ଠାରେ ଥିବା ବିନୋଦ ହ୍ୟୁଣ୍ଡାଇ ପରିସରରେ ହ୍ୟୁଣ୍ଡାଇର ନୂତନ ଯାନ ‘ଭେନ୍ୟୁ’ର ମଙ୍ଗଳବାର ବଜାର ପ୍ରବେଶ ହୋଇଛି। ଅନୁଗୋଳ...

ନୂତନ ଟାଟା ଅଲଟ୍ରା ଟି ୭ ବଜାରରେ

ଅନୁଗୋଳ ଅଫିସ, ୨୩।୭ ଟାଟା ମୋଟର୍ସ ପକ୍ଷରୁ ନୂଆ ଅଲଟ୍ରା ଟି ୭ର ଅନୁଗୋଳ ସହରରେ ବଜାର ପ୍ରବେଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗ୍ରାହକଙ୍କୁ ସମ୍ବର୍ଦ୍ଧିତ...

Leave a comment

Your email address will not be published. Required fields are marked *