ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ସ୍ବୀକାର କଲେ ସୁଦ୍ଧା ଇମ୍ରାନ ଏବ ବିବାଦୀୟ ବୟାନ ଦେଇଛନ୍ତି। ଏହି ଆକ୍ରମଣରେ ସ୍ଥାନୀୟ ଆତଙ୍କବାଦୀ ସମ୍ପୃକ୍ତ ଥିଲେ ବୋଲି ସେ କହିଛନ୍ତି। ଜୈଶ-ଏ-ମହମ୍ମଦ କେବଳ ପାକିସ୍ତାନରେ ନୁହେଁ, ଜମ୍ମୁ-କଶ୍ମୀରରେ ମଧ୍ୟ ରହୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ପେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ସିଆରଏଫର ୪୦ ଜଣ ଯବାନ ଶହୀଦ ହୋଇଥିଲେ।


All Right Reserved By

ଦୁର୍ଘଟଣାଗ୍ରସ୍ତ କାର୍‌ରେ ୬ଦିନ ପର୍ଯ୍ୟନ୍ତ ବର୍ଷା ପାଣି ପିଇ ବଞ୍ଚିଥିଲେ ମହିଳା

ବ୍ରୁସସେଲସ୍‌,୩।୮: କଥାରେ ଅଛି ରଖିଲେ ହରି ମାରିବ କିଏ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବେଲଜିୟମ୍‌ର ଲିଜ୍‌ ନାମକ ଏକ ଅଞ୍ଚଳରେ। ଦୁର୍ଘଟଣାରେ...

ସୋମାଲିଆ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ:୨୬ ମୃତ, ୫୬ ଆହତ

ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ...

ଫିଟିବ ଖାଶୋଗି ହତ୍ୟା ଗୁମର:ଦୋଷ ମୁଣ୍ଡାଇଲେ କ୍ରାଉନ୍‌ ପ୍ରିନ୍ସ

ରିୟାଦ,୨୭।୯(ଆଇଏଏନ୍‌ଏସ୍‌):ବହୁଚର୍ଚ୍ଚିତ ଜମାଲ ଖାଶୋଗି ହତ୍ୟାକାଣ୍ଡକୁ ବର୍ଷେ ପୂରିବାକୁ ଯାଉଥିବାବେଳେ ପ୍ରଥମଥର ପାଇଁ ନୀରବତା ଭାଙ୍ଗିଛନ୍ତି ସୌଦି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌)। ସୌଦି...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ...

ଆନିମେସନ୍‌ ଷ୍ଟୁଡ଼ିଓରେ ଅଗ୍ନିକାଣ୍ଡ

ଟୋକିଓ,୧୮।୭: ଜାପାନର ଏକ ଆନିମେସନ୍‌ ଷ୍ଟୁଡ଼ିଓରେ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ରୁ ଅଧିକ ଲୋକ ଜୀବନ ଦଗ୍ଧ ହୋଇଥିବା କୁହାଯାଉଛି।...

ଚିନ୍ତାରେ ପାକିସ୍ତାନ: ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ଇସ୍‌ଲାମାବାଦ,୧୪।୧୦: ପାକିସ୍ତାନରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଥିବା ଜଣାପଡିଛି। ଏହାକୁ ନେଇ ଏବେ ପାକିସ୍ତାନର ଚିନ୍ତା ବଢିଯାଇଛି ବୋଲି କହିଛନ୍ତି...

ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍‌ କାମ…

ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍‌ ମେକାନିକ୍‌ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।...

ପତଳା ହେବାର ସୁଯୋଗ ଉଠାଇ ଜେଲ୍‌ର ବନ୍ଦୀଶାଳାରୁ ଖସିପଳାଇଲେ କଏଦୀ

ସୁକ୍ରେ,୧୨।୭: ବଲିଭିଆରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଲିସ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଜେଲ୍‌କୁ ପଠାଇଥିଲା। ଆଉ ସେଠାରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *