ପାଟକୁରା ନିର୍ବାଚନ ଫଳାଫଳ: ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ ଆଗରେ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୩୬୬୧୨ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୨୬୦୮୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୯୮୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


All Right Reserved By

ଟୁଇଟ୍‌ ପରେ ଚାଉଳ ମିଳିବା ପ୍ରସଙ୍ଗ: ଭଗବାନପୁରରେ ସ୍ବତନ୍ତ୍ର ଟିମ୍‌ର ତଦନ୍ତ

ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଭଗବାନପୁର ପଞ୍ଚାୟତ ଅନହରପୁର ଗଁାରେ ପାଞ୍ଚାଳୀ ଜେନା ନାମ୍ନୀ ଜଣେ ରାଶନକାର୍ଡ ହିତାଧିକାରୀ ଦୀର୍ଘମାସ...

ଲଗାଣ ବର୍ଷା ପରେ ଏବେ ଜଳ ନିଷ୍କାସନ ଚିନ୍ତା

ଜଗତ୍‌ସିଂହପୁର ଅଫିସ, ୨ା୭: ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଜଳ...

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ...

ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର...

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ...

ସ୍ମାର୍ଟ ସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ...

ସ୍କୁଲ ବ୍ୟାଗ୍‌ ଓଜନ ସମ୍ପର୍କିତ ଜନସ୍ବାର୍ଥ ମାମଲା: ୪ ସପ୍ତାହରେ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୬।୮: ରାଜ୍ୟରେ ସ୍କୁଲ ଛାତ୍ରୀଛାତ୍ରଙ୍କ ବ୍ୟାଗ ଓଜନକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ୪ମାସ ମଧ୍ୟରେ ଉକ୍ତ ନିୟମ କଡ଼ାକଡ଼ି...

୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ

ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *