ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ

ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା ହେରଫେର ମାମଲା ରହିଛି। ସୂଚନାଯୋଗ୍ୟ, ୨୦୦୪ରେ ପ୍ରମୋଦ ମିତ୍ତଲ ଲୁକାବାକ୍‌ରେ ଏକ କୋକିଂ ପ୍ଲାଣ୍ଟ ଆରମ୍ଭ କରିଥିଲେ। ସେ ଜିଆଇକେଆଇଏଲ ବୋର୍ଡର ପ୍ରମୁଖ ଅଟନ୍ତି।


All Right Reserved By

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା...

ଭୁଟାନରେ ଯେତେବେଳେ ମୋଦିଙ୍କ ସାମ୍ନାରେ ଆସିଲେ ଆଉ ଜଣେ ମୋଦି

ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭାରତ ଗସ୍ତରେ ଗତ ୧୭ ତାରିଖରେ ଭୁଟାନ ଗସ୍ତ କରିଥିଲେ। ସେତେବେଳେ ବିମାନ ବନ୍ଦରରୁ ହିଁ ତାଙ୍କୁ...

ଇଣ୍ଡୋନେସିଆରେ ଆସିପାରେ ସୁନାମି

ଜାକର୍ତ୍ତା,୨।୮: ଇଣ୍ଡୋନେସିଆର ସୁମାତ୍ରା ଓ ଜାଭା ଉପକୂଳରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୮। ସ୍ଥାନୀୟ...

ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ୫୦ ସପ୍ତାହ ଜେଲ

ଲଣ୍ଡନ,୧।୫: ଓ୍ବିକିଲିକ୍ସର ସହ-ପ୍ରତିଷ୍ଠାତା ଜୁଲିଆନ ଆସେଞ୍ଜଙ୍କୁ ଲଣ୍ଡନର ଏକ କୋର୍ଟ ୫୦ ସପ୍ତାହ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି । ୭ ବର୍ଷ ତଳେ ଅର୍ଥାତ...

ପ୍ରବଳ ଗରମ ସହି ନ ପାରି ବିନା ପୋଷାକ ସ୍କୁଟି ଚଳାଇଲେ ଜର୍ମାନୀ ନାଗରିକ: ଭିଡ଼ିଓ ଭାଇରାଲ

ବର୍ଲିନ୍‌,୩୦।୬: ପ୍ରବଳ ଗରମ ସହି ନ ପାରି ଜଣେ ନର୍ମାନୀ ନାଗରିକ ରାସ୍ତାରେ ବିନା ପୋଷାକରେ ସ୍କୁଟି ଚଳାଉଥିବା ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ...

ମାନିଲେ ପାକିସ୍ତାନର ଆଇସିଜେ ଓକିଲ: କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ ନାହିଁ

ଇସ୍‌ଲାମାବାଦ,୪ା୯: ପ୍ରମାଣ ଅଭାବରୁ କଶ୍ମୀରରେ ନରସଂହାର ଅଭିଯୋଗର ପ୍ରମାଣ କରିବା ଅତ୍ୟନ୍ତ କଷ୍ଟକର ବୋଲି ପାକିସ୍ତାନର ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ଓକିଲ ଖଓ୍ବର କୁରେଶି...

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା...

ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ

ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *