ରାଜ୍ୟରେ ପୂରଣ ହେବ ୪,୭୯୦ କନଷ୍ଟେବଳ ପଦବୀ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଓଡ଼ିଶାରେ ପୋଲିସରେ ଖାଲି ଥିବା କନେଷ୍ଟବଳ ପଦବୀ ମଧ୍ୟରୁ ୪,୭୯୦ଟି କନଷ୍ଟେବଳ ପଦବୀ ପୂରଣ ପାଇଁ ୪ଟି ପର୍ଯ୍ୟାୟରେ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କନଷ୍ଟେବଳମାନଙ୍କୁ ରାଜ୍ୟର ୩୪ ପୋଲିସ ଜିଲା ଓ କମିଶନରେଟ ପୋଲିସରେ ନିଯୁକ୍ତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫାୟାର ଲାଇସେନ୍ସରେ ଚାଲିଥିଲା ସନ୍‌ ହସ୍ପିଟାଲ

କଟକ ଅଫିସ, ୧।୨: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସନ୍‌ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ତେବେ ତଦନ୍ତରୁ...

ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି।...

ଶହୀଦଙ୍କ କଫିନ୍‌ରେ ବିଜେଡି ପତାକା

ଭୁବନେଶ୍ୱର, (ବ୍ୟୁରୋ)/କାମାକ୍ଷାନଗର, ୨୨।୬(ଡି.ଏନ.ଏ.) – ଜମ୍ମୁ-କଶ୍ମୀରର ଅନନ୍ତନାଗଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ କଫିନ୍‌ରେ ଶାସକ ବିଜେଡିର ଦଳୀୟ ପତାକା...

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି ।...

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ...

ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ...

ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଲଭ୍‌ଲୀ ପ୍ରଥମ

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ଜାତୀୟ ସ୍ତରର ପତ୍ରିକା କମ୍ପିଟିଶନ୍‌ ସକ୍‌ସେସ୍‌ ରିଭିୟୁ ପକ୍ଷରୁ ଗତ ମାର୍ଚ୍ଚରେ ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ଓଡ଼ିଶାର ଝିଅ...

ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା...

Advertisement
Archives

Model This Week