ପାଟକୁରା ଭୋଟ ଗଣତି Live Updates: ୧୭ ରାଉଣ୍ଡ ସୁଦ୍ଧା ସାବିତ୍ରୀ ୧୭,୫୩୬ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁ ରହିଛି। ୧୭ ରାଉଣ୍ଡ ଶେଷ ସୁଦ୍ଧା ୧୭,୫୩୬ ଭୋଟରେ ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୯୪,୨୭୬ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ୭୬,୭୪୦ ଭୋଟ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତିକୁ ୨୦୮୧ ଭୋଟ ମିଳିଛି।


All Right Reserved By

ଅଧିକ ମୂଲ୍ୟରେ ମଦ ବିକ୍ରିକୁ ବିରୋଧ କର୍ମଚାରୀଙ୍କ ଗୁଳିମାଡ଼ରେ ଜଣେ ଗୁରୁତର

ଭାପୁର/ଖଣ୍ଡପଡ଼ା,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ବଜାରସ୍ଥିତ ଏକ ମଦ ଦୋକାନରେ ଧାର୍ଯ୍ୟ ଦରଠାରୁ ଅଧିକ ମୂଲ୍ୟରେ ବିକ୍ରିକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ଦୋକାନ...

ବମ୍ବେରେ ନୀତି ଆୟୋଗର ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ: ପ୍ରାଣୀପାଳନ, ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ

ଭୁବନେଶ୍ୱର,୧୮।୮(ବ୍ୟୁରୋ): କୃଷି କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବା ଆବଶ୍ୟକ। କୃଷି କ୍ଷେତ୍ରରେ କୃଷକମାନଙ୍କର ଦକ୍ଷତା ବୃଦ୍ଧି, କୃଷି ଓ କୃଷିଜାତ ଦ୍ରବ୍ୟର ପରିଚାଳନା, କୃଷି ବଜାର...

ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ...

୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନରେ ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ...

ଗଞ୍ଜେଇ ବ୍ୟବସାୟକୁ ନେଇ ୨ଭାଇଙ୍କୁ ଅପହରଣ ଉଦ୍ୟମ: ଜେଲ କର୍ମଚାରୀଙ୍କ ସମେତ ୭ ଗିରଫ

ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ...

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା।...

ପଞ୍ଚପଲି ପୋଲରେ କ୍ରିକ୍‌ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ

ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ...

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *