ଗର୍ଲଫ୍ରେଣ୍ଡ୍‌ଙ୍କ ଜନ୍ମଦିନରେ ସଲମାନ ଉପହାର ଦେଲେ ହୀରା ମୁଦି

ବଲିଉଡ ଭାଇଜାନ୍‌ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍‌ ଲୁଲିଆ ଭନ୍ତୁର ନିକଟରେ ନିଜ ଜନ୍ମଦିନ ପାଳନ କରିଛନ୍ତି। ମା’ ସଲମାଙ୍କ କଥା ମାନି ସେ ଏହି ଦାମୀ ଉପହାର ଲୁଲିଆଙ୍କୁ ଦେଇଛନ୍ତି ବୋଲି ସଲ୍ଲୁଙ୍କ ଜଣେ ବନ୍ଧୁ କହିଛନ୍ତି। ମଙ୍ଗଳବାର ସଲ୍ଲୁଙ୍କ ନିକଟ ସମ୍ପର୍କୀୟଙ୍କ ସହ ଲୁଲିଆ ନିଜ ଜନ୍ମଦିନ ପାଳନ କରିଛନ୍ତି। ଅବଶ୍ୟ ସଲ୍ଲୁ ଦବଙ୍ଗ-୩ର ଶୁଟିଂରେ ବ୍ୟସ୍ତ ଥିବାରୁ ଲୁଲିଆଙ୍କ ଜନ୍ମଦିନ ପାର୍ଟିରେ ଯୋଗ ଦେଇପାରି ନ ଥିଲେ। ପୂର୍ବରୁ ଲୁଲିଆଙ୍କୁ ସଲମାନଙ୍କ ଘରେ ଆୟୋଜିତ ବିଭିନ୍ନ ପାର୍ଟିରେ ଦେଖିବାକୁ ମିଳେ। ଏପରିକି ସଲ୍ଲୁଙ୍କ ଭଉଣୀ ଅର୍ପିତା ଏବଂ ମା’ ସଲମାଙ୍କ ସହ ଲୁଲିଆଙ୍କ ସର୍ମ୍ପକ ବହୁତ ଗଭୀର।


All Right Reserved By

ଐଶ୍ୱର୍ଯ୍ୟା- ଅଭିଷେକଙ୍କ ଯୋଡ଼ି ଏହିସବୁ ଫିଲ୍ମରେ ହିଟ୍‌ ହୋଇଥିଲା

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କୁ ବିଗ୍‌ ଟାଉନର ବେଷ୍ଟ ଯୋଡ଼ି କୁହାଯାଏ। ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଯୋଡ଼ି ରିଲ୍‌ରେ ଦର୍ଶକଙ୍କ ଯେତିକି ପସନ୍ଦ ଆସିଥାଏ ରିୟଲରେ ମଧ୍ୟ ତା’ଠୁ...

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି...

ତମନ୍ନା ଯାହା ଖୋଜୁଥିଲେ..

କଥାରେ ଅଛି ଏ ମନ ଚାହୁଁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ୟା ଭିତରେ...

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। ଏଥିରେ ଅକ୍ଷୟ କୁମାରଙ୍କ ସହ ତାଙ୍କର ଯୋଡ଼ି...

ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା

ମୁମ୍ବାଇ: ଭାଇ ରାଜୀବ ସେନଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଏବେ ଅର୍ମେନିଆରେ ଛୁଟି କଟାଉଛନ୍ତି ସୁସ୍ମିତା ସେନ। ତାଙ୍କ ସହିତ ଅଛନ୍ତି ପ୍ରେମିକ...

ବିଶ୍ୱକପ୍‌ରେ ଭାରତ ହାରିବାକୁ ନେଇ ଟୁଇଟ୍‌ କରି ଟ୍ରୋଲ ହେଲେ ବିବେକ

ମୁମ୍ବାଇ: ଅଭିନେତା ବିବେକ ଓବରୟଙ୍କୁ ଟ୍ରୋଲ କରିଛନ୍ତି ପ୍ରଶଂସକ। ପୂର୍ବରୁ ଐଶ୍ୱର୍ଯ୍ୟା ରୟ ବଚ୍ଚନଙ୍କୁ ନେଇ ଏକ ମେମେ ଶେୟାର କରିବା ପରେ ତାଙ୍କୁ ଟ୍ରୋଲ...

ଶେଷରେ ବୁଝିଲେ

ସିନେମାଟିଏ ସାଇନ୍‌ କରିବା ପୂର୍ବରୁ ଶାହରୁଖ ଜୋକ୍‌ କରିବାକୁ ପସନ୍ଦ କରିଥାଆନ୍ତି। ଭାରତୀୟ ହକି ଟିମ୍‌ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଚକ୍‌ ଦେ ଇଣ୍ଡିଆ’ର କୋଚ୍‌...

ଇନଷ୍ଟାଗ୍ରାମରେ ସେଲିବ୍ରିଟିଙ୍କ ନକଲି ପ୍ରୋଫାଇଲ

ନୂଆଦିଲ୍ଲୀ,୧୪।୭: ମାଇକ୍ରୋବ୍ଲଗିଂ ସାଇଟ୍‌ ଇନଷ୍ଟାଗ୍ରାମରେ ପ୍ରାୟ ୧.୬ କୋଟି ଭାରତୀୟ ପ୍ରଭାବଶାଳୀ ବ୍ୟକ୍ତିଙ୍କର ଆକାଉଣ୍ଟ ନକଲି ବୋଲି ଜଣାପଡିଛି। ଏହି ଆକାଉଣ୍ଟ ମାଧ୍ୟରେ ନେଣଦେଶ କାରବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *