ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ମଙ୍ଗଳବାର ଜବତ କରିଛି। ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏମ୍‌ସିଏ ପଢ଼ୁଥିଲେ । ଆଚାର୍ଯ୍ୟ ବିହାରରେ ଥିବା ଏକ ଭଡ଼ା ଘରୁ ତାଙ୍କର ମୃତଦେହ ପୋଲିସ ଜବତ କରିଛି। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟ୍ରଙ୍ଗ୍‌ରୁମ୍‌ ବାହାରେ ପଡ଼ିଛି ଭୋଟ୍‌ କାଗଜ, ଫଳାଫଳକୁ ନେଇ ଆଶଙ୍କାରେ ଜନସାଧାରଣ

କେନ୍ଦ୍ରାପଡ଼ା ଅଫିସ,୨୫ା୨: କେନ୍ଦ୍ରାପଡ଼ା ବ୍ଲକର ଷ୍ଟ୍ରଙ୍ଗରୁମ୍‌ ବାହାରେ ଭୋଟ୍‌ କାଗଜ ପଡ଼ିଛି। ଶୁକ୍ରବାର ଏପରି ଘଟଣା କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟରେ ହୋଇଥିବା ବ୍ଲକର ଷ୍ଟ୍ରଙ୍ଗରୁମ ନିକଟରେ...

ଆଇଆଇଟି ଭୁବନେଶ୍ୱରକୁ ନୂତନ ଦାୟିତ୍ୱ: ସଡ଼କ ସୁରକ୍ଷାର ଅଡିଟ୍‌ କରିବ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଯାନବାହନ ଚଳାଚଳ ଓ ସୁରକ୍ଷା ସମସ୍ୟାର ଅଡିଟ୍‌ କରିବ ଆଇଆଇଟି ଭୁବନେଶ୍ୱର । ସଂସ୍ଥା ୬ ମାସରେ ଅଡିଟ୍‌ କରି ରିପୋର୍ଟ ପ୍ରଦାନ...

ପ୍ରେମ ପାଇଁ ମହାଭାରତ: ଝିଆରୀକୁ ଦାଦା ହତ୍ୟା କରିଥିବା ଅଭିଯୋଗ

ନବରଙ୍ଗପୁର, ୧୦।୭(ବି.ପ୍ର.): ପ୍ରେମ ପାଇଁ ଝିଆରୀକୁ ହତ୍ୟା କଲେ ସମ୍ପର୍କୀୟ ଦାଦା। ଏ ନେଇ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପ୍ରକାଶ...

କରୋନା ସକାଶେ ଆଜି ସବୁ ପୌରାଞ୍ଚଳ ଓ୍ବାର୍ଡରେ ବୈଠକ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସହରାଞ୍ଚଳ ଲୋକଙ୍କୁ କରୋନା ସଂକ୍ରାନ୍ତରେ ସଚେତନ କରିବା ପାଇଁ ଶନିବାର ସବୁ ପୌରାଞ୍ଚଳର ପ୍ରତ୍ୟେକ ଓ୍ବାର୍ଡରେ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ରାଜ୍ୟ...

ଷ୍ଟେଟ୍‌ ଫୋରେନ୍‌ସିକ୍‌ ଲାବ୍‌ର ତଥ୍ୟରେ ଇଡି ଅସନ୍ତୁଷ୍ଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ବେଆଇନ ଅର୍ଥ କାରବାର...

୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର...

ଜାତୀୟ ଟିଭି ଚ୍ୟାନେଲରେ ପ୍ରସାରିତ ହେବ ନଟିଆ କମେଡି

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଭାରତର ପ୍ରମୁଖ ମନୋରଞ୍ଜନ ଭିତ୍ତିକ ଚ୍ୟାନେଲ ‘ଦି କ୍ୟୁ ଟିଭି’ ନଟିଆ କମେଡିକୁ ନିଜ ଚ୍ୟାନେଲରେ ପ୍ରସାରିତ କରିବା ପାଇଁ ଉତ୍କଳ କାର୍ଟୁନ...

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି...

Advertisement
Archives

Model This Week