କୋରାପୁଟ: ୩ ଦିନରେ ୨୦୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୮୭ରେ ପହଞ୍ଚିଲା, ୪୮ ଘଣ୍ଟା ଶଟ୍‌ଡାଉନ୍‌ କଲେ ଜିଲାପାଳ

କୋରାପୁଟ,୩୦ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ମାତ୍ର ତିନି ଦିନ ମଧ୍ୟରେ କୋରାପୁଟ ଜିଲାରେ ୨୦୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭କୁ ବୃଦ୍ଧି ପାଇଛି। ଜିଲାରେ ଗତ ମଙ୍ଗଳବାର ୭୩ ଜଣ ଚିହ୍ନଟ ହୋଇଥିବାବେଳେ ବୁଧବାର ଓ ଗୁରୁବାର ୬୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ମଧ୍ୟରାତ୍ରିରୁ ୧ ତାରିଖ ଯାଏ (୪୮ ଘଣ୍ଟା) ଜିଲା ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ଜିଲାପାଳ ମଧୁସୂଦନ ମିଶ୍ର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri