ବସ୍‌ ଉପରେ ଚଢିଗଲା ଟ୍ରକ୍‌, ୪୮ମୃତ୍ୟୁ

ନାଇରୋବି,୧।୭: କେନିଆର ଲୋଣ୍ଡିଆନୀରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି। ଏକ ସିପିଂ କଣ୍ଟେନର ନେଇ ଯାଉଥିବା ଏକ ଟ୍ରକ ରାସ୍ତାରେ ଯାଉଥିବାବେଳେ ବସଷ୍ଟାଣ୍ଡରେ ଥିବା ଏକ ମିନି ବସ୍‌ ଉପରକୁ ମାଡି ଯାଇଥିଲା। ଏହାପରେ ପଥଚାରୀଙ୍କ ଉପରକୁ ଚଢି ଯାଇଥିଲା। କେନିଆର ରାଜଧାନୀ ନାଇରୋବି ଠାରୁ ୨୨କି.ମି ଦୂରରେ ଏହି ଦୁର୍ଘଟଣା ଘଟିଛି। କେରୋଚି ଏବଂ ନାକୁରୁ ସହର ମଧ୍ୟରେ ଥିବା ରାଜପଥରେ ଏହି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ପୋଲିସ କମାଣ୍ଡର ଜେଫ୍ରି ମାୟେକ ସୂଚନା ଦେଇଛନ୍ତିି। ଘଟଣାରେ ୩୦ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଆହତଙ୍କ ସଂଖ୍ୟା ଅଧିକ ହୋଇପାରେ ବୋଲି ଅଧିକାରୀ କହିଛନ୍ତି। ଏଥିସହ ମୃତକଙ୍କ ସଂଖ୍ୟା ମଧ୍ୟ ବଢିପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲିଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

‘ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ’

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର…

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri