୪୮ ଗଞ୍ଜେଇ ଜବତ: ୨ ଗିରଫ

ଚଣ୍ଡିଖୋଲ,୭।୩(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢ଼ାଉ କରି ମଙ୍ଗଳବାର କୋଲସାହି ଗାଁରୁ ୮୪ କେଜି ଗଞ୍ଜେଇ ଜବତ କରିଛି। ଏହା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୋଲସାହି ଗାଁର ଗୋବିନ୍ଦ ବିଶୋୟୀ ଓ ଅନ୍ୟଜଣେ ଉଦୟ ଶଙ୍କର ବିଶ୍ୱାସ ମାଲକାନଗିରି ଜିଲାର ଏମ୍‌ପିଭି ୩୭ ବୋଲି ଏସ୍‌ଡିପି ଓ ସୂଚନା ଦେଇଛନ୍ତି। ଯାଜପୁର ଏସ୍‌ପି ଭିନୀତ୍‌ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ ହୋଇଥିଲା। ଏଥିସହିତ ଗୋଟିଏ ମୋଟର ସାଇକେଲ ଓ ମୋବାଇଲ ଜବତ ହୋଇଛି। ଗଞ୍ଜେଇର ମୂଲ୍ୟ ୩ ଲକ୍ଷ ୩୬ ହଜାର ଟଙ୍କା ବୋଲି ପୋଲିସ କହିଛି। ବଡଚଣା ଥାନାରେ ଏକ ଖବରଦାତା ସମ୍ମିଳନୀରେ ଯାଜପୁର ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସୋମବାର ବିଳମ୍ବିତ ରାତିରେ ୨ ଜଣ ମୋଟର ସାଇକେଲ ଯୋଗେ ଗଞ୍ଜେଇ ନେଇ ଯାଉଥିବା ନେଇ କୌଣସି ସୂତ୍ରରୁ ଯାଜପୁର ଏସ୍‌ପି ଅଗ୍ରୱାଲ ଜାଣିବାକୁ ପାଇଥିଲେ। ସେ ସଙ୍ଗେସଙ୍ଗେ ଚଢ଼ାଉ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri