Posted inଜାତୀୟ

ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ୯ ଭାଷାରେ ରାୟ

ନୂଆଦିଲ୍ଲୀ,୨୫ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ରାୟ ଦେଶର ୯ଟି ଆଞ୍ଚଳିକ ଭାଷାରେ ଅନୁବାଦ କରାଯାଇ କୋର୍ଟ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ପ୍ରକାଶ କରିଛନ୍ତି। ଅସମୀୟା, ବେଙ୍ଗଲୀ, ହିନ୍ଦୀ, କନ୍ନଡ଼, ମରାଠୀ, ଓଡ଼ିଆ, ତାମିଲ, ତେଲୁଗୁ ଓ ଉର୍ଦ୍ଦୁ ଭାଷାରେ ଏହି ରାୟ ଅନୁବାଦ କରାଯାଇଥିବା ଲୋକ ସଭାରେ ସେ କହିଛନ୍ତିି। ଜମି ଅଧିଗ୍ରହଣ, ସେବା, ଅପରାଧ, ପାରିବାରିକ, ଦେବୋତ୍ତର, ଦଲିଲ, ଭାଗଚାଷ, ଉପଭୋକ୍ତା ସୁରକ୍ଷା ସମ୍ପର୍କିତ ରାୟ ଏବେ ଏହି ୯ ଆଞ୍ଚଳିକ ଭାଷାରେ କୋର୍ଟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ବୋଲି ସେ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଚଣ୍ଡିଗଡ଼,୨୯।୮: ହରିୟାଣାର ବଲ୍ଲଭଗଡ଼ର ଆସୋଟିଠାରେ ତେଲେଙ୍ଗାନା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ସକାଳ ୭ଟା ୪୩ରେ ଏକ୍ସପ୍ରେସ୍‌ର ବ୍ରେକ୍‌ ବାଉଣ୍ଡିଙ୍ଗ୍‌ରେ ନିଆଁ ଲାଗିଥିବା ରେଳବିଭାଗ ପକ୍ଷରୁ...

ଜଣେ ଭଗତ ସିଂ ଦେଶପାଇଁ ଜୀବନ ଦେଲେ ଅନ୍ୟ ଜଣେ ଗଣତନ୍ତ୍ରକୁ ହତ୍ୟା କଲେ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ପ୍ରକାଶ କରିଛନ୍ତି। ହେଲେ ଏହାପୂର୍ବରୁ ଶିବସେନା ନେତା ସଞ୍ଜୟ ରାଉତ ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର...

ମଧ୍ୟାହ୍ନ ଭୋଜନ କ୍ଷୀରରେ ପାଣି ମିଶାଇବା ଘଟଣା: ୨ ନିଲମ୍ବିତ

ଲକ୍ଷ୍ନୌ,୨୯।୧୧: କେନ୍ଦ୍ର ସରକାର ସ୍କୁଲ ପିଲାଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ହେଲେ ସେ ସବୁ ଯୋଜନା କାର୍ଯ୍ୟକାରୀ ନ ହୋଇ ବାଟବଣା ହେବାରେ...

ଷ୍ଟେଶନ୍‌ରେ ଛିଡ଼ାହୋଇଥିବା ଟ୍ରେନ୍‌ରେ ଅଗ୍ନିକାଣ୍ଡ

ପାଟନା,୭।୯: ବିହାର ଦରଭଙ୍ଗା ଷ୍ଟେଶନରେ ଛିଡ଼ା ହୋଇଥିବା ଏକ ଟ୍ରେନ୍‌ରେ ଅଚାନକ ନିଆଁ ଲାଗିଛି। ଶନିବାର ସକାଳେ ଷ୍ଟେଶନରେ ଛିଡ଼ା ହୋଇଥିବା ଦରଭଙ୍ଗା-ଅହମ୍ମଦାବାଦ୍‌ ଏକ୍ସପ୍ରେସ୍‌ରେ ନିଆ...

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ...

ସୁନ୍ଦରବାନି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୩।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଶନିବାର ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରି ଜିଲାର ସୁନ୍ଦରବାନି ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ...

୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି

ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍‌)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ...

କଂଗ୍ରେସକୁ ଝଟକା: ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷ ଦେଲେ ଇସ୍ତଫା

ଅଗରତାଲା,୨୪।୯: କଂଗ୍ରେସକୁ ତ୍ରିପୁରାରେ ଏକ ଶକ୍ତ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରଦ୍ୟୋତ ଦେବ ବର୍ମନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଟୁଇଟର...

Leave a comment

Your email address will not be published. Required fields are marked *