ରାଜ୍ୟରେ ଚିହ୍ନଟ ହେଲେ ୪୮୪୩ ଆକ୍ରାନ୍ତ, ଅଛନ୍ତି ୬୬୩ ପିଲା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮୧୫ କ୍ୱାରାଣ୍ଟାଇନରୁ ଥିବା ବେଳେ ୨୦୨୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬୬୩ ପିଲା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂତନ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୦୨୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୮, ବାଲେଶ୍ୱରରୁ ୧୫୨, ବରଗଡ଼ରୁ ୮୦, ଭଦ୍ରକରୁ ୬୦, ବଲାଙ୍ଗୀରରୁ ୯୫, ବୌଦ୍ଧ ୪୯, କଟକରୁ ୩୭୯, ଦେବଗଡ଼ରୁ ୭୩, ଢେଙ୍କାନାଳରୁ ୪୫, ଗଜପତିରୁ ୬୨, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୧୦୦, ଯାଜପୁରରୁ ୧୬୬, ଝାରସୁଗୁଡ଼ାରୁ ୬୧, କଳାହାଣ୍ଡିରୁ ୧୫୮, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୮୧, କୋରାପୁଟରୁ ୫୦, ମାଲକାନଗିରିରୁ ୧୮, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୧୬୬, ପୁରୀରୁ ୭୨, ରାୟଗଡ଼ାରୁ ୯୯, ସମ୍ବଲପୁରରୁ ୧୨୮, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୭୩୫ ଏବଂ ଷ୍ଟେଟ୍‌ ପୁଲରୁ ୧୮୮ ଆକ୍ରାନ୍ତ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୪୫,୯୧୧ରେ ପହଞ୍ଚିଛି। ଏବେ ରାଜ୍ୟରେ ୫୩,୦୯୦ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ବର୍ତ୍ତମାନ ଭୟଙ୍କର ରୂପ ଧାରଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ସଙ୍କଟରୁ ରକ୍ଷା ପାଇବା...

ଇଭିଏମ୍‌ରେ ହେବ ପୌର ନିର୍ବାଚନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ(ଇଭିଏମ୍‌)ରେ ହେବ। ସର୍ବଦଳୀୟ ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ଗୁରୁବାର ଏହି ସୂଚନା ଦେଇଛନ୍ତି। ତେବେ...

ବମିଖାଲ ଫ୍ଲାଏଓଭର: ବନ୍ଦ ହେଉନି ରଙ୍ଗରୁଟ୍‌ରେ ଚଳପ୍ରଚଳ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଭଲ କାମ କରି ପୁରସ୍କାର ନିଅ, ନହେଲେ ଦଣ୍ଡ ପାଅ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି ସତ, ହେଲେ ପ୍ରକୃତରେ...

ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’: ୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ଟମାଟୋ ଫ୍ଲୁ’। ୩୬ ଜଣ ସନ୍ଦିଗ୍ଧଙ୍କ ନମୁନା ଆର୍‌ଏମ୍‌ଆରସିକୁ ପଠାଯାଇଥିବା ବେଳେ ୨୬ ପଜିଟିଭ୍‌ ବାହାରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ...

୪ରୁ ମିଳିବ ମାଟ୍ରିକ ସାର୍ଟିଫିକେଟ

କଟକ ଅଫିସ, ୨।୧୦: ଆସନ୍ତା ୪ ତାରିଖଠାରୁ ଛାତ୍ରୀଛାତ୍ରଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ରାଜ୍ୟରେ ୩୦ଟି କେନ୍ଦ୍ର...

ନୂଆ ବିମାନ ସେବା ପାଇଁ ବୁକିଂ ଆରମ୍ଭ କଲା ଏୟାର ଏସିଆ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଏୟାର ଏସିଆ ଭୁବନେଶ୍ୱରରୁ ବେଙ୍ଗାଲୁରୁ, କଲିକତା ଓ ହାଇଦ୍ରାବାଦକୁ ନୂଆ ବିମାନ ଉଡ଼ାଇବ। ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଥିବା ଏହି ସେବା...

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା...

ପୁଣି ଘାରିଲା କୋଭିଡ୍‌ ଭୟ: ଓଡ଼ିଶାରେ ଲକ୍‌ଡାଉନ୍‌ ସମ୍ଭାବନାକୁ ଏଡାଇ ହେବନି ବୋଲି କହିଲେ ଡିଏମ୍‌ଇଟି

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କୋଭିଡ କେସ୍‌ ସଂଖ୍ୟା କମୁଛି। ଏବେ ଲକ୍‌ଡାଉନ୍‌ର ସମ୍ଭାବନା ନାହିଁ, ମାତ୍ର ସମ୍ଭାବନାକୁ ଏଡାଇ ହେବନି। କୋଭିଡ୍‌ର ସାମ୍ପ୍ରତିକ ସ୍ଥିତିକୁ ନେଇ...

Advertisement
Archives

Model This Week