Posted inଜାତୀୟ

ପାଣିପାଗ ବିଭାଗର ସତର୍କ ସୂଚନା: ଆସନ୍ତା ୪ ଘଣ୍ଟାରେ ହେବ ପ୍ରବଳ ବର୍ଷା

ମୁମ୍ବାଇ,୨୫।୭: ମୁମ୍ବାଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪ ଘଣ୍ଟା ମଧ୍ୟରେ ମୁମ୍ବାଇର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଥାନେ, ରାଇଗଡ଼, ପାଲଘର, ରତ୍ନଗିରି ଓ ନାସିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ କହିଛି। ମୁମ୍ବାଇ ସମାନ୍ୟ ବର୍ଷାରେ ବେହାଲ୍‌ ହୋଇ ପଡୁଥିବା ବେଳେ ପ୍ରବଳ ବର୍ଷାରେ ସାଧାରଣ ଜନଜୀବନ ପ୍ରଭାବିତ ହେବା ଅନୁମାନ କରି ସତର୍କ ସୂଚନା ଜାରି କରାଯାଇଛି।


All Right Reserved By Dharitri.Com

ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଏନ୍‌ପିଆର୍‌ ପାଇଁ ମୋଦି ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍‌ଆର୍‌ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ...

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ...

ବିଦେଶୀ ଗଣମାଧ୍ୟମରେ କଶ୍ମୀର

ନୂଆଦିଲ୍ଲୀ,୨୭ା୮: ଭାରତ ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଅଗଷ୍ଟ ୫ରେ ଉଚ୍ଛେଦ କରିଥିଲେ। ଏହା ପୂର୍ବରୁ ଶତାଧିକ ସ୍ଥାନୀୟ...

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ସିମ୍‌ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ...

ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍‌ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍‌ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ...

ଡ୍ରଗ୍ସ୍‌ ଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍‌ ସଂକ୍ରମଣଙ୍କ ସଂଖ୍ୟା ବଢୁଛି

ଚଣ୍ଡିଗଡ଼,୧୮।୭: ଯୁବବର୍ଗଙ୍କ ମଧ୍ୟରେ ଡ୍ରଗ୍ସ୍‌ର ନିଶା ପ୍ରଭାବ ବିସ୍ତାର କରିଚାଲିଛି। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରୁ କେତେକ ପଶ୍ଚିମ ରାଜ୍ୟରେ ଏହାଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗ...

ଦିପାବଳୀ ପୂର୍ବରୁ ପଞ୍ଜାବରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ୩ ସନ୍ଦିଗ୍ଧ ଗିରଫ

ଅମୃତସର,୪।୧୦: ଆସନ୍ତା ଦିବାବଳୀରେ ପଞ୍ଜାବରେ ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ଯୋଜନା କରିଥିବା କହିଛି ଗୁଇନ୍ଦା ବିଭାଗ। ମିଳିଥିବା ସୂଚନା ମୁତାବକ ପାକିସ୍ତାନରୁ ବାରୁଦ ଓ ବିସ୍ଫୋରଣ...

ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ

ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍‌ଡିଏମ୍‌ଏ)ର ସୂଚନା...

Leave a comment

Your email address will not be published. Required fields are marked *