କାବୁଲ ବିସ୍ଫୋରଣ: ୫ ମୃତ ୧୦ ଆହତ

କାବୁଲ,୨୫।୭: ଆଫଗାନିସ୍ତାନର କାବୁଲରେ ଗୁରୁବାର ହୋଇଥିବା ୩ଟି ବିସ୍ଫୋରଣରେ ପ୍ରାୟ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ ହୋଇଥିବା ସୂଚନା ମିଳିଛି। ପଜଓ୍ବକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ, ପ୍ରଥମ ବିସ୍ଫୋରଣଟି ଏକ ଯାତ୍ରୀବାହୀ ବସ୍‌ରେ ହେବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ସହର ମଧ୍ୟରେ ଦ୍ୱିତୀୟ ବିସ୍ଫୋରଣ ହୋଇଥିଲା। ତୃତୀୟଟି ଏକ ଆତ୍ମଘାତୀ ବିସ୍ଫୋରଣ ଥିବା ଆଫଗାନ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


All Right Reserved By

ରୁଷରେ ମୋଦିଙ୍କୁ ଜୋରଦାର୍‌ ସ୍ବାଗତ

ମସ୍କୋ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ବୁଧବାର ମୋଦି ଭ୍ଲାଦିଭୋଷ୍ଟକରେ ପହଞ୍ଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଏହି...

ଇମ୍ରାନ୍‌ଙ୍କୁ ଭାରତର ଆଣବିକ ଅସ୍ତ୍ର ଭୟ

ଇସ୍‌ଲାମାବାଦ,୧୯ା୮:ଭାରତର ଆଣବିକ ଅସ୍ତ୍ର ପ୍ରୟୋଗ ନୀତିରେ ସମ୍ଭାବ୍ୟ ପରିବର୍ତ୍ତନକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଛାନିଆ ହୋଇଯାଇଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଅଧୀନରେ ଭାରତର...

ଆପ୍‌ କହିବ କ’ଣ ଚିନ୍ତା କରୁଛନ୍ତି ମହିଳା

ଟୋକିଓ: ଜାପାନର ଏକ କମ୍ପାନୀ ମହିଳାଙ୍କ ଚିନ୍ତାଧାରା ବୁଝିବା ପାଇଁ ତିଆରି କରିଛି ଏକ ଆପ୍‌। ଦାମ୍ପତ୍ୟ ଜୀବନରେ ମହିଳାଙ୍କ ଆଚାର ବ୍ୟବହାର ବୁଝିବା ଲାଗି...

ଖାଲି କରାଗଲା ଏଫେଲ୍‌ ଟାଓ୍ବାର

ପ୍ୟାରିସ,୨୧।୫: ବିଶ୍ୱ ପ୍ରସିଦ୍ଧ ଏଫେଲ୍‌ ଟାଓ୍ବାର ଉପରକୁ ଗତ ସୋମବାର ଜଣେ ବ୍ୟକ୍ତି ଚଢିଯିବା ପରେ ତାକୁ ଖାଲି କରାଯାଇଥିଲା। ଉକ୍ତ ଟାଓ୍ବାରର ଦେଖାରଖା କରୁଥିବା...

ଜାତିସଂଘକୁ ସୋଲାର ପାର୍କ ଉପହାର

ନ୍ୟୁୟର୍କ,୨୬ା୯(ପି.ଟି.): ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ସୋଲାର ପାର୍କ ଏବଂ ଗାନ୍ଧୀ ଶାନ୍ତି ଉଦ୍ୟାନକୁ ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ୧୫୦ତମ...

ସିଧା ପ୍ରସାରଣ ବେଳେ ଚେୟାରରୁ ଗଳି ପଡିଲେ ବରିଷ୍ଠ ପାକିସ୍ତାନୀ ବିଶ୍ଳେଷକ

ଇସ୍‌ଲାମାବାଦ,୨୧।୯: ପାକିସ୍ତାନ ଏବେ ଭାରତକୁ ନେଇ ତା’ର ନ୍ୟୁଜ ଚ୍ୟାନେଲରେ ଭିନ୍ନ ଭିନ୍ନ ଆଲୋଚନା କରୁଥିବା ବେଳେ କଶ୍ମୀର ପ୍ରସଙ୍ଗକୁ ନେଇ କିଛି ଭୁଲ୍‌ ଖବର...

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍‌ଓୟୁ ସ୍ବାକ୍ଷର

ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ଙ୍କ ସହ ଆଲୋଚନା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *