Posted inଜାତୀୟ

ଭାରତରେ ୪୮,୬୨୪ ଟୁଇଟର୍‌ ଆକାଉଣ୍ଟକୁ ବ୍ୟାନ୍‌

ନୂଆଦିଲ୍ଲୀ,୧।୧: ଏଲନ ମସ୍କଙ୍କ ଦ୍ୱାରା ପରିଚାଳିତ ଟୁଇଟର ଅକ୍ଟୋବର ୨୬ ରୁ ନଭେମ୍ବର ୨୫ ମଧ୍ୟରେ ଭାରତରେ ଶିଶୁ ଯୌନ ଶୋଷଣ ଏବଂ ଅଶ୍ଳୀଳତାକୁ ପ୍ରୋତ୍ସାହିତ କରୁଥିବା ୪୫,୫୮୯ ଆକାଉଣ୍ଟକୁ ବ୍ୟାନ୍‌ କରିଛି। ଏଥି ସହିତ, ଟୁଇଟର୍‌ ମଧ୍ୟ ଦେଶରେ ଏହାର ପ୍ଲାଟଫର୍ମରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ୩,୦୩୫ ଆକାଉଣ୍ଟକୁ ବ୍ୟାନ୍‌ କରିଥିଲା। ମୋଟ ଉପରେ, ଟୁଇଟର୍‌ ଭାରତରେ ୪୮,୬୨୪ ଆକାଉଣ୍ଟକୁ ବ୍ୟାନ୍‌ କରିଛି। ଏହି ଟୁଇଟର୍‌ ଆକାଉଣ୍ଟକୁ ନିଷେଧ କରିବା ପଛରେ ଟୁଇଟର୍‌ ପ୍ରୟାସ ହେଉଛି ଯେ, କୌଣସି ପ୍ରକାରର ନକଲି ଏବଂ ଅଶ୍ଳୀଳତା ପ୍ରସାରକୁ ରୋକିବା।
ନୂତନ ଆଇଟି ନିୟମ, ୨୦୨୧ ପାଳନ କରିବା ଉପରେ ଏହାର ମାସିକ ରିପୋର୍ଟରେ ଟୁଇଟର୍‌ କହିଛି, ଏହା ସମାନ ସମୟ ମଧ୍ୟରେ ଭାରତର ୟୁଜର୍ସଙ୍କ ଠାରୁ ୭୫୫ଟି ଅଭିଯୋଗ ଗ୍ରହଣ କରିଛି ଏବଂ ୧୨୧ଟି ୟୁଆରଏଲ୍‌ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri