ଗୁଳିମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୫।୭: ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଆନନ୍ଦ ବଜାରରେ ଗୁରୁବାର ପୂର୍ବାହ୍ନରେ ୬/୭ ଜଣ ଯୁବକ  ତେଲେଙ୍ଗାସାହି ଅଞ୍ଚଳର ରୋହିତ ରାଓ(୧୮)ଙ୍କୁ ଗୁଳି କରିବା ସହ କଟୁରିରେ ଆକ୍ରମଣ କରିଥିଲେ। ଏଥିରେ ରୋହିତଙ୍କ ବାମଗୋଡ଼ରେ ଗୁଳି ବାଜିଥିବାବେଳେ ମୁଣ୍ଡ ଏବଂ ବାମ ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ରୋହିତ ବାଲେଶ୍ୱର ଜିଲା ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବାବେଳେ ଥାନାରେ ଲିଖିତ ଅଭିଯୋଗ ହୋଇଛି।


All Right Reserved By Dharitri.Com

ରକେଟ୍‌ ଲଞ୍ଚର ‘ପିନାକା’ର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ର ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ ପକ୍ଷରୁ ବହୁମୁଖୀ ରକେଟ୍‌...

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ...

କ୍ରଶର, ଖଣି କାଗଜପତ୍ର ଯାଞ୍ଚ କଲେ ଉପଜିଲାପାଳ

ଖଇରା, ୨୫।୯(ଡି.ଏନ.ଏ.)-ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ମଙ୍ଗଳବାର ଶାରୀଶୂଆ ପାହାଡ଼ ପାଦଦେଶରେ ବେଆଇନ ଭାବେ ଚାଲୁଥିବା ବିଭିନ୍ନ କ୍ରଶରର କାଗଜପତ୍ର ଯାଞ୍ଚ...

୧କୋଟି ଖର୍ଚ୍ଚ ପରେ ବି ମିଳିଲାନି ପିଇବା ପାଣି

ଖଇରା,୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସରସତିଆ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାର ଅଳ୍ପ ଦିନ ପରେ ଏହା ଅଚଳ ହୋଇପଡିଛି। ବାରମ୍ବାର ଦାବି...

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ...

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା...

ଲଘୁଚାପ ବର୍ଷା : ବଜାର ଅଞ୍ଚଳରେ ଆଣ୍ଠୁଏ ପାଣି

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ଅଞ୍ଚଳରେ ବର୍ଷା ଯୋଗୁ ବଜାର ଅଞ୍ଚଳ ରାସ୍ତାରେ ୨ଫୁଟ ପାଣି କେନାଲ ସଦୃଶ ହୋଇଛି। ଡ୍ରେନ ସମସ୍ୟା ଲାଗି ବଜାର ଅଞ୍ଚଳରେ କୁଢ...

ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ

ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌୍‌ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି।...

Leave a comment

Your email address will not be published. Required fields are marked *