ଚାଇନାରେ ଭୂସ୍ଖଳନ: ୧୬ ମୃତ; ୩୦ ନିଖୋଜ

ବେଜିଂ,୨୫।୭: ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚାଇନାରେ ଭୂସ୍ଖଳନ ଘଟିଛି। ଗୁରୁବାର ଘଟିଥିବା ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ହେବା ସହିତ ୩୦ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ନିଖୋଜମାନେ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଗୁଇଝୁ ପ୍ରଦେଶରେ ହୋଇଥିବା ଏହି ଘଟଣାରେ ଉଦ୍ଧାର କାର୍ଯ୍ୟରେ ୮ଶହ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ କହିଛି।


All Right Reserved By Dharitri.Com

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ...

ଆସୁଛି ଆଉ ଏକ ମହାପ୍ରଳୟ

ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍‌ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ...

ଚିନ୍ତାରେ ପାକିସ୍ତାନ: ଗୁଜରାଟ ସୀମାରେ ମୁତୟନ କଲା ଏସ୍‌ଏସ୍‌ଜି କମାଣ୍ଡୋ

ଇସଲାମାବାଦ/ନୂଆଦିଲ୍ଲୀ,୨୨।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଅଡୁଆରେ ପଡିଥିବା ପାକିସ୍ତାନ ଥରକୁ ଥର ଭାରତ ବିରୋଧରେ କିଛି ନା କିଛି ପଦକ୍ଷେପ ନେଇ ଆସୁଛି...

କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ...

ଭିନ୍ନକ୍ଷମ କଇଁଛ ପାଇଁ ସ୍ବତନ୍ତ୍ର ହ୍ବିଲ୍‌ ଚେୟାର୍‌

ଲୁସିୟାନା, ୨୩।୬:ସାଧାରଣତଃ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ହ୍ବିଲ୍‌ ଚେୟାର୍‌ ନିର୍ମାଣ କରାଯାଉଥିବା ଦେଖାଯାଏ। କିନ୍ତୁ ଲୁସିୟାନା ଷ୍ଟେଟ ୟୁନିଭରସିଟିର ଛାତ୍ର ଏବଂ ଡାକ୍ତରମାନେ ମିଶି ଏକ...

‘ଭାରତର ପଦକ୍ଷେପ ଶାନ୍ତିଭଙ୍ଗ କରିବ’

ଇସ୍‌ଲାମାବାଦ,୧୩-୯(ପି.ଟି.): ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରି ନୂଆଦିଲ୍ଲୀ ଭାରତୀୟ ସମ୍ବିଧାନ ଓ ଶିମ୍‌ଲା ଚୁକ୍ତିକୁ ଉଲ୍ଲଂଘନ କରିଛି । କଶ୍ମୀରରେ ଭାରତର ପଦକ୍ଷେପ କ୍ଷେତ୍ରୀୟ...

ଏକତାର ଚିତ୍ର ଆଙ୍କିଲେ ଟ୍ରମ୍ପ୍‌

ବିଆରିଜ୍‌,୨୬ା୮:ସାରା ବିଶ୍ୱରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗିରହିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଏକତାର ଚିତ୍ର ଆଙ୍କିଛନ୍ତି। ଏହି ଅବସରରେ...

ଡିଏନ୍‌ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ କହିଲେ ବଳାତ୍କାର ପରେ ଜନ୍ମ ନେଇଥିବା ଯୁବତୀ

ଓ୍ବାଶିଂଟନ,୬।୮: ବଳାତ୍କାର ପରେ ଜନ୍ମ ନେଇଥିବା ଜଣେ ସନ୍ତାନ ଏବେ ଡିଏନ୍‌ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ ଚାହୁଁଛନ୍ତି। ସତରେ ଯଦି ଏକା କରାଯାଏ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *