୪୮ ବର୍ଷରେ ପାଦ ଥାପିଲେ ବଲିଉଡ୍‌ କୁଇନ୍‌

ମୁମ୍ବାଇ: ଆଜି ହେଉଛି ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ଜନ୍ମଦିନ। ୧୯୭୩ ମସିହା ନଭେମ୍ବର ୧ରେ ଜନ୍ମ ଗ୍ରହଣ କରିଥିବା ଐଶ୍ୱର୍ଯ୍ୟା ୧୯୯୪ରେ ମିସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବିଜୟୀ ହୋଇଥିଲେ। ୨୦୦୭ ମସିହାରେ ସେ ବିଗ୍‌-ବି ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକଙ୍କୁ ବିବାହ କରିଥିଲେ। ଐଶ୍‌ ଖାଲି ଜଣେ ଭଲ ଅଭିନେତ୍ରୀ ନୁହନ୍ତି, ଭଲ ସ୍ତ୍ରୀ, ଭଲ ବୋହୂ, ଭଲ ମା’ ଆଉ ଜଣେ ଭଲ ଭାଉଜ ମଧ୍ୟ। ବଚ୍ଚନ ପରିବାରର ବୋହୂ ହୋଇ ସେ ବେଶ୍‌ ହସଖୁସିରେ ତାଙ୍କ ସଂସାରକୁ ଆଗକୁ ବଢ଼ାଇ ଚାଲିଛନ୍ତି। ଶାଶୁଘରର ପ୍ରତ୍ୟେକ ସଦସ୍ୟ ଐଶ୍‌ଙ୍କୁ ବହୁତ ସ୍ନେହ ଆଦର କରନ୍ତି। ଐଶ୍ୱର୍ଯ୍ୟାଙ୍କର ମଧ୍ୟ ସମସ୍ତଙ୍କ ସହ ସୁ-ସମ୍ପର୍କ ରହିଛି।

ତାଙ୍କର ପ୍ରଥମ ଫିଲ୍ମ ଥିଲା ‘ଔର୍‌ ପ୍ୟାର୍‌ ହୋ ଗୟା’ । ଐଶ୍ୱର୍ଯ୍ୟା ଦୀର୍ଘ ୨୪ ବର୍ଷ ଧରି ବଲିଉଡ୍‌ରେ କାମ କରିଆସୁଛନ୍ତି। ତାଙ୍କର କଠିନ ପରିଶ୍ରମ ଯୋଗୁ ସେ ଅନେକ ପୁରସ୍କାର ମଧ୍ୟ ଜିତିଛନ୍ତି। ୨୦୦୯ରେ ତାଙ୍କୁ ‘ପଦ୍ମଶ୍ରୀ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେ ତେଲ୍‌ଗୁ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?