କୌଣସି ହୋଟେଲ୍‌ରେ ନୁହେଁ, ଘର ଛାତରେ ବିବାହ କରିଥିଲେ ଅଜୟ

ବଲିଉଡ୍‌ ଅଭିନେତା ଅଜୟ ଦେବ୍‌ଗନଙ୍କ ଆଜି ଜନ୍ମଦିନ। ବଲିଉଡର ସିଙ୍ଘମ କୁହାଯାଉଥିବା ଅଜୟ ୨ ଏପ୍ରିଲରେ ଦିଲ୍ଲୀରେ ଜନ୍ମ ଗ୍ରହଣ କରିଥିଲେ। ସେ ତାଙ୍କ କ୍ୟାରିୟର ମଧ୍ୟରେ ବଲିଉଡ୍‌କୁ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ହେଲେ ଆକ୍ସନ ହିରୋ ଅଜୟ ତାଙ୍କ ବାସ୍ତବ ଜୀବନରେ ସରଳ ହେବାକୁ ପସନ୍ଦ କରନ୍ତି । ଏପରିକି ସେ ନିଜ ଜନ୍ମଦିନରେ କେକ୍‌ କାଟିବାକୁ କିମ୍ବା କୌଣସି ବଡ ସେଲିବ୍ରେଶନ କରିବାକୁ ପସନ୍ଦ କରନ୍ତି ନାହିଁ। ତେବେ ତାଙ୍କ ଜନ୍ମ ଦିନରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ସମ୍ପର୍କିତ କିଛି କଥା। ଅଜୟ ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ କାଜଲ ଇଣ୍ଡଷ୍ଟ୍ରିର ଲୋକପ୍ରିୟ କପଲଙ୍କ ମଧ୍ୟରେ ଅନ୍ୟତମ। ତେବେ ଉଭୟଙ୍କ ଯୋଡିକୁ ଦର୍ଶକ ଖୁବ ପସନ୍ଦ କରନ୍ତି। ଉଭୟ ଗୁଣ୍ଡାରାଜ ଶୁଟିଂ ସେଟ୍‌ରେ ପରସ୍ପରକୁ ଭେଟିଥିଲେ।
ଅଜୟ ସେତେବେଳେ କାହା ସହିତ ଅଧିକ କଥା ହେଉ ନ ଥିଲେ। ସେଠାରେ ଲୋକମାନେ ତାଙ୍କୁ ଅହଂକାରୀ ମନେ କରୁଥିଲେ। କିନ୍ତୁ ସେ କାଜଲଙ୍କ ସହ କଥା ହେବା ଆରମ୍ଭ କଲେ। ପରେ ଦୁହେଁ ପରସ୍ପରକୁ ଡେଟ୍‌ କରିଥିଲେ। ଏହା ପରେ ଦୁହେଁ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।
ଅଜୟ ଏକ ସାକ୍ଷାତକାରରେ କହଥିଲେ, ସେ ବିବାହ କରିବାକୁ କୌଣସି ହୋଟେଲ କିମ୍ବା ମଣ୍ଡପକୁ ଯାଇ ନ ଥିଲେ। ଘରର ଛାତ ଉପରେ ବିବାହ କରିଥିଲେ। ସେ ଶୋଇବା ଘରରୁ ଛାତକୁ ଯାଇଥିଲେ ସେଠାରେ ବିବାହ କରି ପୁନର୍ବାର ଶୋଇବା ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri