ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ: ଜାଲ ପାସ୍ପୋର୍ଟ କରି…

ଭୁବନେଶ୍ୱର,୧।୧୨: ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି। ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ ୬, କନ୍ଧମାଳରୁ ୩, କୋରାପୁଟରୁ ୧। ଆଉ ୨ ବାଂଲାଦେଶୀ ଜାଲ ପାସ୍ପୋର୍ଟ କରି ଧରାପଡ଼ିଛନ୍ତି। ଧରାପଡ଼ିଥିବା ୨ ବାଂଲାଦେଶୀଙ୍କ ନାଁରେ ମାମଲା ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?