ରାଷ୍ଟ୍ରୀୟ ଲୋକଅଦାଲତରେ ସମାଧାନ ହେଲା ୪୯ ମାମଲା

ପୁରୁଷୋତ୍ତମପୁର,୯ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତ ପରିସରରେ ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ସିନିୟର ସିଭିଲଜଜ୍‌ ସୁମିତା ଆଚାର୍ଯ୍ୟ ଓ ଜେଏମ୍‌ଏଫ୍‌ସି ବିଚାରପତି ଅନନ୍ୟା ଅପର୍ମିତା ୪୯ଟି ବିଭିନ୍ନ ମାମଲାର ବିଚାର କରି ସମାଧାନ କରିଥିଲେ। ଏ ବାବଦରେ ୩୦ ହଜାର ଟଙ୍କା ରଜସ୍ବ ଆଦାୟ କରାଯାଇଥିଲା। ଏହାସହ ପଡ଼ିରହିଥିବା ବିଭିନ୍ନ ମାମଲାର ମଧ୍ୟ ଫଇସଲା କରାଯାଇଛି। ଏହାକୁ କୋର୍ଟର କର୍ମଚାରୀମାନେ ପରିଚାଳନା କରିଥିବାବେଳେ ଓକିଲସଂଘ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସମ୍ପାଦକ ରବୀନ୍ଦ୍ର କୁମାର ସାହୁଙ୍କ ସମେତ ବହୁ ଓକିଲ ଉପସ୍ଥିତ ରହି ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ-ସ୍ବାମୀଙ୍କୁ ଧକ୍କା ଦେଇ ଫେରାର ମାରୁଥିଲା କାର୍‌, ବାଟରେ ହେଲା ଚକା ପଙ୍କଚର, ଆଉ ତା’ ପରେ…

କଲ୍ୟାଣସିଂହପୁର,୯ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ କାର୍‌ ବାଇକ୍‌କୁ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ, ବଙ୍ଗଳାବାସୀଙ୍କୁ ଆଣ୍ଠୁ ମାଡି ହାତ ଯୋଡି ମୁଣ୍ଡିଆ ମାରିଲେ ମୋଦି

କୋଲକାତା,୯।୫: ଶନିବାର ଦିନ ପଶ୍ଚିମବଙ୍ଗରେ ପ୍ରଥମ ଭାଜପା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ…

ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ଅଭିଷେକ, ଜାଣନ୍ତୁ କ’ଣ କହିଲେ

କୋଲକାତା,୯।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି (ଭାଜପା) ସରକାର ଗଠନ ହେବା ସହିତ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ଶନିବାର ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର…

ବିଜେଡି ଉପାଧ୍ୟକ୍ଷଙ୍କ ଅଶାଳୀନ ମନ୍ତବ୍ୟର ଅଡ଼ିଓ ଭାଇରାଲ: ଭାଜପା ମହଲରେ ଅସନ୍ତୋଷ

ହାଟଡିହୀ,୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ବିଜେଡି ଉପାଧ୍ୟକ୍ଷ ଭାଜପା ଦଳ ବିରୋଧରେ ଅଶାଳୀନ ମନ୍ତ୍ରବ୍ୟ ଦେବା ତଥା ଅଶ୍ଳୀଳ ଭାଷାରେ ଗାଳି ଦେବା ନେଇ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମେ ଯୋଗୀଙ୍କୁ ଭେଟିଲେ ଶୁଭେନ୍ଦୁ, ମିଳିଲା ଏମିତି ଉପହାର…

କୋଲକାତା,୯।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ, ଭାରତୀୟ ଜନତା ପାର୍ଟି ପ୍ରଥମ…

ରାଜନୀତିରେ ଶୁଭେନ୍ଦୁଙ୍କର ରହିଛି ୩୦ ବର୍ଷର ଅଭିଜ୍ଞତା, ହେଲେ ହୋଇ ପାରିଲେନି ସ୍ବାମୀ, ଜାଣନ୍ତୁ ବଙ୍ଗର ନୂଆ ‘ସୁଲତାନ’ଙ୍କ ଜୀବନର କିଛି ରୋଚକ କଥା

କୋଲକାତା,୯।୫: ଶନିବାର ପଶ୍ଚିମବଙ୍ଗରେ କ୍ଷମତାର ଶୀର୍ଷରେ, ଜଣେ ଯୋଦ୍ଧାଙ୍କ ରାଜ୍ୟାଭିଷେକ କରାଯାଉଛି – ଜଣେ ବ୍ୟକ୍ତି ଯିଏ ବୁଥ ସ୍ତରରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ…

ଗାଁକୁ ଆସି ପଡ଼ିଲେ ଧରା: ୧୦ ମାସ ହେଲା କେଟିଏମ୍‌ ଚଢ଼ି ବୁଲୁଥିଲେ, ଧରିପକାଇଲା… 

ଦିଗପହଣ୍ଡି,୯।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁ ଛକରୁ ଗତ ୨୦୨୫ ଜୁଲାଇ ୩୧ ତାରିଖରେ ଏକ କେଟିଏମ ବାଇକ ଚୋରି ଘଟଣାରେ…

ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ୍‌, ହାଇକୋର୍ଟଙ୍କ ଅସନ୍ତୋଷ ପରେ…

ଭୁବନେଶ୍ୱର,୯ା୫: ରାଜଧାନୀ ଭୁବନେଶ୍ୱର ପୁରୁଣା ଏୟାରପୋର୍ଟ ରୋଡ୍‌ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri