ମର୍ମନ୍ତୁଦ ସଡକ ଦୁର୍ଘଟଣା ୪୯ ମୃତ

ମେକ୍ସିକୋ,୧୦।୧୨: ଦକ୍ଷିଣ ମେକ୍ସିକୋର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ କାର୍ଗୋ ଟ୍ରକ ଶତାଧିକ ଲୋକଙ୍କୁ ନେଇ ଯାଉଥିବା ବେଳେ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିବା ସହ ଏକ ବ୍ରିଜ୍‌କୁ ଧକ୍କା ଦେଇଛି। ଏଥିରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ଏମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେଣୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ମଧ୍ୟ ଆଶଙ୍କା ପ୍ରକାଶ ପାଇଛି। ଏପରି ଏକ ଦୁଃଖଦ ଘଟଣା ଘଟିଛି। କାର୍ଗୋ ଟ୍ରକ୍‌ କେନ୍ଦ୍ରୀୟ ଆମେରିକାରୁ ପ୍ରବାସୀମାନଙ୍କୁ ନେଇ ଯାଉଥିବା ବେଳେ ଏପରି ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି।

ଚିଆପାସ ରାଜ୍ୟ ସିଭିଲ ଡିଫେନ୍ସ କାର୍ଯ୍ୟାଳୟର ମୁଖ୍ୟ ଲୁଇସ ମାନୁଏଲ ମୋରେନୋ କହିଛନ୍ତି ଯେ, ଦୁର୍ଘଟଣାରେ ୪୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୮ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪୦ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଟ୍ରକ୍‌ରେ ପ୍ରାୟ ୧୦୭ ଜଣ ଲୋକ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri