ଚିତ୍ରକରଙ୍କୁ ପିଟିପିଟି ହତ୍ୟା ଅଭିଯୋଗରେ ୪୯ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ…

ଆଲଜେରିସ,୨୬।୧୧ : ଆଲଜେରିଆର ରାଜଧାନୀର ଏକ କୋର୍ଟ ଚିତ୍ରକର ଜାମିଲ ବେନ ଇସମାଇଲଙ୍କୁ ପିଟି ପିଟି ହତ୍ୟା କରିବା ନେଇ ୪୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ଆଇନଜୀବୀଙ୍କ କହିବାନୁସାରେ, ମୃତ ବ୍ୟକ୍ତି ଜଣକ ଜଙ୍ଗଲରେ ନିଆଁ ଲଗାଇବାର ସନ୍ଦେହ କରାଯାଉଥିଲା।

ବାସ୍ତବରେ ସେ ନିଆଁକୁ ଆୟତ୍ତ କରିବା ପାଇଁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। ଦଶନ୍ଧି ଧରି ଆଲଜେରିଆରେ ମୃତ୍ୟୁଦଣ୍ଡ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତେଣୁ ସମସ୍ତ ଦୋଷୀ ମୃତ୍ୟୁଦଣ୍ଡ ପରିବର୍ତ୍ତେ ଆଜୀବନ କାରାଦଣ୍ଡ ଭୋଗିବେ ବୋଲି କୁହାଯାଉଛି।

ଗତ ବର୍ଷ ଉତ୍ତର-ପୂର୍ବ ଆଲଜେରିଆର ଆଦିବାସୀ ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଦେଶକୁ ଚକିତ କରି ଦେଇଥିଲା। ଏହି ଘଟଣା ଏପରି ଏକ ସମୟରେ ଘଟିଥିଲା ଯେତେବେଳେ ପାର୍ବତ୍ୟ ପ୍ରଦେଶରେ ଜଙ୍ଗଲରେ ନିଆଁ ଲାଗି ୯୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଚିତ୍ରକାର ଜାମିଲ ବେନ ଇସମାଇଲଙ୍କ ହତ୍ୟାରେ ୧୦୦ ରୁ ଅଧିକ ସନ୍ଦିଗ୍ଧ ବ୍ୟକ୍ତି ଜଡିତ ଥିଲେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ତାଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପ୍ରତିପକ୍ଷ ଆଇନଜୀବୀ ହାକିମ ସାହେବ କହିଛନ୍ତି ଯେ କୋର୍ଟ ଅନ୍ୟ ୩୮ ଦୋଷୀଙ୍କୁ ୨ରୁ ଆରମ୍ଭ କରି ୧୨ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri