Posted inଜାତୀୟ

ଗୁଜରାଟ ନିର୍ବାଚନ: ଦ୍ୱିପ୍ରହର ୩ଟା ଯାଏ ୪୯% ଭୋଟିଂ, ତାପିରେ ରେକର୍ଡ ଭାଙ୍ଗିଲା ମତଦାନ

ଅହମ୍ମଦାବାଦ,୧।୧୨: ଗୁଜରାଟରେ ୮୯ଟି ଆସନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି। ମତଦାନ ଶେଷ ହେବାକୁ ଆଉ କିଛି ସମୟ ବାକି ରହିଛି। ତେବେ ଦ୍ୱିପ୍ରହରେ ୩ଟା ଯାଏ ଗୁଜରାଟରେ ୪୯ପ୍ରତିଶତ ଭୋଟିଂ ହୋଇଥିବା ଜଣାପଡ଼ିଛି। ସର୍ବାଧିକ ମତଦାନ ତାପିରେ ପ୍ରାୟ ୬୪ ପ୍ରତିଶତ ହୋଇଥିବା ବେଳେ ଜାମନଗରରେ ସବୁଠାରୁ କମ୍‌ ୪୨ ପ୍ରତିଶତ ମତଦାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri