ରାଜ୍ୟରେ ଆଉ ୪୯୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୯୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୮୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୦୩ ଲୋକାଲ କେସ୍‌ ରହିଛି। ସେହିଭଳି ୧୨୨ ପିଲା ସଂକ୍ରମିତ ହୋଇଥିବା ନେଇ ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୬୩୦୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ୧ କୋଟିରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ରସୁଲଗଡ଼ ଅଞ୍ଚଳରୁ ମଙ୍ଗଳବାର ଏସ୍‌ଟିଏଫ ଟିମ୍‌ ୧ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଆନ୍ତଃରାଜ୍ୟ ଡ୍ରଗ୍ସ...

ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ ଘଟଣା : ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କେନ୍ଦୁଝରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରକୁ ଆକ୍ରମଣ ଉଦ୍ୟମ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଏବଂ ଗାଡ଼ିକୁ ଆକ୍ରମଣ ଘଟଣାକୁ ନେଇ କଂଗ୍ରେସ...

ଓଲଟିଲା ପିକଅପ୍‌ ଭ୍ୟାନ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେରାଣ୍ଡିମାଳ ପର୍ବତ ଶିଖରରେ ଅବସ୍ଥିତ ମା’ ବାଙ୍କେଶ୍ୱରୀଙ୍କୁ ଦର୍ଶନ ପାଇଁ ଯାଉଥିବା ଏକ ପିକଅପ ଭ୍ୟାନ୍‌ ଶୁକ୍ରବାର ଓଲଟି...

ଖରିଫ ଚାଷ ପାଇଁ ସାର ନାହିଁ

କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି।...

ସୁବାସ ନଗର ବସ୍ତିରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର,୧।୭(ବ୍ୟୁରୋ)-୧୨ ଦିନ ପରେ ଡୁମୁଡୁମା ସୁବାସ ନଗର ବସ୍ତିରୁୁ କଣ୍ଟେନମେଣ୍ଟ (ଆବଦ୍ଧାଞ୍ଚଳ) କଟକଣା ହଟିଛି। ଉକ୍ତ ବସ୍ତିରୁ ଏକାଧିକ ସ୍ଥାନୀୟ କରୋନା ସଂକ୍ରମିତ ଚିହ୍ନଟ ହେବାରୁ...

୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି...

୨୦୨୨ ଜୁନ ସୁଦ୍ଧା ଅନ୍ଧାରୁଆରେ ଟିକା ଉତ୍ପାଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ):ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଭାରତ ବାୟୋଟେକ ଦ୍ୱାରା ଟିକା ଉତ୍ପାଦନ ୟୁନିଟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ୨୦୨୨ ଜୁନ ସୁଦ୍ଧା ଏଠାରେ ଟିକା...

ନୂଆ ରୂପ ପାଇବ ଡେରଜାଙ୍ଗ ପ୍ରୋଜେକ୍ଟ

ଅନୁଗୋଳ ସହର ଠାରୁ ମାତ୍ର ୧୦ କିଲୋମିଟର ଦୂରରେ ରହିଛି ଡେରଜାଙ୍ଗ ପ୍ରୋଜେକ୍ଟ। ଜଳଭଣ୍ଡାରର ନୀଳ ଜଳରାଶି ସାଙ୍ଗକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲା ଭଳି ସମସ୍ତ...

Advertisement
Archives

Model This Week