Posted inଜାତୀୟ

ଶପଥ ଗ୍ରହଣ ପୂର୍ବରୁ ଭାଜପା କାର୍ଯ୍ୟାଳୟ ପହଞ୍ଚିଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ୬ଟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାପୂର୍ବରୁ ସେ ଭାଜପା କାର୍ଯ୍ୟାଳୟ ଗସ୍ତ କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଆସ୍ଥା ଭୋଟରେ ୧୦୫ ଖଣ୍ଡ ଭୋଟ ପାଇ ଜିତିଥିବା ଭାଜପା ୟେଦୁରପ୍ପାଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବାକୁ ସ୍ଥିର କରିଛି।


All Right Reserved By Dharitri.Com

ଶତାଦ୍ଦୀ ଏକ୍ସପ୍ରେସରେ ବୋମା ଆତଙ୍କ

ମଥୁରା,୨୮।୯: ରାଜଧାନୀ ଦିଲ୍ଲୀରୁ ଭୋପାଳ ଯାଉଥିବା ଶତାଦ୍ଦୀ ଏକ୍ସପ୍ରେସ୍‌ ଟ୍ରେନରେ ଶନିବାର ବୋମା ଥିବା ନେଇ ସୂଚନା ମିଳିଥିଲା। ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ...

ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି

ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ...

ମାଗ୍‌ସେସେ ପୁରସ୍କାର ବିଜେତା ଗିରଫ

ନୂଆଦିଲ୍ଲୀ,୧୮ା୨(ପି.ଟି.): ଉତ୍ତରପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭରେ ସାମିଲ ହେବାକୁ ଯାଉଥିବା ମାଗ୍‌ସେସେ ପୁରସ୍କାର ବିଜୟୀ...

ଦୀପିକାଙ୍କ ଉପରେ ବର୍ଷିଲେ ସ୍ମୃତି

ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ) ହିଂସାକୁ ନେଇ ରାଜନୀତି ହୋଇଛି ସରଗରମ। ଦିନକ ପୂର୍ବରୁ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଜେଏନ୍‌ୟୁ ଗସ୍ତକୁ ନେଇ ବିବାଦ...

ଜନଜାତି ସାମଗ୍ରୀର ନୂଆ ଠିକଣା ‘ଆଦିଶା’

ମାଣ୍ଡିଆ ଚୂନାରୁ ଆରମ୍ଭ କରି ଶାଳଫୁଲ ଚାଉଳ ପର୍ଯ୍ୟନ୍ତ କଳା ତୁଳସୀ ପାଉଡରରୁ ପାଳୁଅ ଚୂନା ପର୍ଯ୍ୟନ୍ତ ଓଡ଼ିଶାର ଆଦିମ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ...

ଜମ୍ମୁ-କଶ୍ମୀରରେ ଶାହଙ୍କ ଶାନ୍ତି ପ୍ରୟାସ: ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଶ୍ରୀନଗର,୪।୭: ଜମ୍ମୁ-କଶ୍ମୀରରେ ଶାନ୍ତି ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆରମ୍ଭ କରିଛନ୍ତି ପ୍ରୟାସ। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନକୁ ସେ ଗୁରୁତ୍ୱ...

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ଦିଆଗଲା ନୋଟିସ୍‌

ହାଇଦ୍ରାବାଦ,୧୭।୮: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ଘର ଖାଲି କରିବାକୁ ନୋଟିସ୍‌ ଦିଆଯାଇଛି। ତାଡେପାଲି ଗାଁର ଡେପୁଟି ତହସିଲଦାର ଏହି ନୋଟିସ ଦେଇଛନ୍ତି। ତେବେ...

ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ତଥ୍ୟ ଦେଇ ୨ ଯବାନ ଗିରଫ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ମହିଳା ଏଜେଣ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୋପନ ତଥ୍ୟ ଦେବା ଅଭିଯୋଗରେ ୨ ଯବାନଙ୍କୁ ଗିରଫ କରାଯାଇଛି। ଲାନ୍ସ ନାଏକ...

Leave a comment

Your email address will not be published. Required fields are marked *