Posted inଜାତୀୟ

ମଇଦାନରେ ୪୯୫ କୋଟିପତି

ପାଟନା, ୩୧ା୧୦: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ୩ରେ ହେବାକୁ ଥିବାବେଳେ ଏହି ପର୍ଯ୍ୟାୟରେ ମଇଦାନକୁ ଓହ୍ଲାଇଥିବା ୧,୪୬୩ ପ୍ରାର୍ଥୀଙ୍କ ମଧ୍ୟରୁ ୩୪% ଅର୍ଥାତ୍‌ ୪୯୫ ପ୍ରାର୍ଥୀ କୋଟିପତି ବୋଲି ଜଣାପଡ଼ିଛି। ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠ ଅନୁଯାୟୀ ଆର୍‌ଜେଡିର ୪୬, ଭାଜପାର ୩୯, ଏଲ୍‌ଜେପିର ୩୮, କଂଗ୍ରେସର ୨୦, ଜେଏପି-ଏଲ୍‌’ର ୨୫, ଆର୍‌ଏଲ୍‌ଏସ୍‌ପି’ର ୨୪, ଭିଆଇପିର ୪ ଓ ୧୪୪ ସ୍ବାଧୀନ ପ୍ରାର୍ଥୀ କୋଟିପତି।
କଂଗ୍ରେସର ସାଧାରଣ ସମ୍ପାଦକ ସଞ୍ଜୀବ ସିଂ ସବୁଠାରୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ବୈଶାଳୀରୁ ସେ ନିର୍ବାଚନ ଲଢ଼ୁଛନ୍ତି। ତାଙ୍କ ପାଖରେ ୫୬ କୋଟି ଟଙ୍କାର ସମ୍ପତ୍ତି ରହିଛି। ଏଡିିଆର୍‌ ରିପୋର୍ଟ ମୁତାବକ ୧୧୮ ପ୍ରାର୍ଥୀଙ୍କ ପାଖରେ ୫ କୋଟିରୁ ଅଧିକ ସମ୍ପତ୍ତି ରହିଛି। ସେହିଭଳି ୧୮୫ ପ୍ରାର୍ଥୀଙ୍କ ପାଖରେ ୨ କୋଟିରୁ ୫ କୋଟି ମଧ୍ୟରେ ସମ୍ପତ୍ତି ଅଛି। ପ୍ରକାଶଥାଉ କି, ୧୭ ରାଜ୍ୟର ୯୪ ଆସନ ଲାଗି ଦ୍ୱିତୀୟ ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୧,୩୧୫ ପୁରୁଷ, ୧୪୭ ମହିଳା ଓ ଜଣେ କିନ୍ନର ପ୍ରାର୍ଥୀ ଅନ୍ତନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri