CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୪୯୫ ଆକ୍ରାନ୍ତଙ୍କ ମଧ୍ୟର ୩୫୫ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି।
ନୂଆ ୪୯୫ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୧୬ଜଣ ରହିଛନ୍ତି। ସେହିପରି ଅନୁଗୋଳ ୨୪, ବାଲେଶ୍ୱର ୧୩, ବରଗଡ଼ ୨, ଭଦ୍ରକ ୧୨, କଟକ ୧୩, ଢେଙ୍କାନାଳ ୧, ଗଜପତି ୭, ଜଗତ୍‌ସିଂହପୁର ୧୨, ଯାଜପୁର ୧, ଝାରସୁଗୁଡ଼ା-କନ୍ଧମାଳରୁ ୮ଜଣ ଲେଖାଏ, କେନ୍ଦ୍ରାପଡ଼ା ୧୧, କେନ୍ଦୁଝର ୫, ଖୋର୍ଦ୍ଧା ୫୦, କୋରାପୁଟ ୫, ମାଲକାନଗିରି ୫, ମୟୂରଭଞ୍ଜ ୨୮, ନବରଙ୍ଗପୁର ୧୧, ନୟାଗଡ଼ ୧ ଏବଂ ପୁରୀ ୧୮, ସମ୍ବଲପୁର ୬, ସୋନପୁର ୨, ସୁନ୍ଦରଗଡ଼ରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮,୬୦୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୮୫୩ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୫୭୦୫ ଜଣ ସୁସ୍ଥ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri