କଶ୍ମୀର ସମସ୍ୟା: ଉପରେ ପଡ଼ି ଭାରତ-ପାକିସ୍ତାନକୁ ପରାମର୍ଶ ଦେଲା ଚାଇନା

ବେଜିଂ,୨୭।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିବାଦୀୟ ମନ୍ତବ୍ୟ ପରେ ଏବେ ଚାଇନା ଉପରେ ପଡ଼ି ଏହି ପ୍ରସଙ୍ଗରେ ପରାମର୍ଶ ଦେଇଛି। ଚାଇନା କହିଛି ଭାରତ-ପାକିସ୍ତାନ ନିଜ ମଧ୍ୟରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବା ଆବଶ୍ୟକ। ଏନେଇ ଚାଇନା ବିଦେଶ ମନ୍ତଣାଳୟର ପ୍ରବକ୍ତା ହୁଆ ଚୁନ୍‌ୟିଙ୍ଗ୍‌ ସୂଚନା ଦେଇଛନ୍ତି। ଭାରତ-ପାକିସ୍ତାନ ଏଭଳି ପ୍ରୟାସ କଲେ ଦକ୍ଷିଣ ଏସିଆରେ ଶାନ୍ତି ପ୍ରତିଷ୍ଠା ହୋଇପାରିବ ବୋଲି ଚୁନ୍‌ୟିଙ୍ଗ୍‌ କହିଛନ୍ତି।


All Right Reserved By

ଡୋକଲାମ ବିବାଦ କଥାବାର୍ତ୍ତା ଦ୍ୱାରା ସମାଧାନ ସମ୍ଭବ: ଲୋଟେ ଶେରିଙ୍ଗ୍‌

ନୂଆଦିଲ୍ଲୀ, ୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଭୂଟାନ ଗସ୍ତରେ ଯାଇ ଭାରତ ଫେରିବା ପରେ ଭୂଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ ଡୋକଲାମ ବିବାଦକୁ ନେଇ...

କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର

ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ...

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି...

ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ

ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ, ବ୍ରିଟେନ୍‌ ମହରାଣୀ ଏଲିଜାବେଥ୍‌ଙ୍କ ରୟାଲ ହାଉସ୍‌ରେ ଏଭଳି ଏକ...

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା...

ଟ୍ରମ୍ପଙ୍କ ଉପରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଲେ ଲେଖିକା: ଆମେରିକା ରାଷ୍ଟ୍ରପତି କହିଲେ ମିଥ୍ୟା ଖବର

ଓ୍ବାଶିଂଟନ,୨୨।୬: ନ୍ୟୁୟର୍କର ଜଣେ ଲେଖିକା ତଥା କଲମନିଷ୍ଟ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପlରେ ଯୌନ ଉତ୍ପୀଡନ ଅଭିଯୋଗ ଆଣିଛନ୍ତି। ଏହା ବିଗତ ୨ ଦଶକ...

ଆଫଗାନିସ୍ତାନ ସଂଘର୍ଷରେ ଗୋଟିଏ ମାସରେ ୧୫ଶହ ନାଗରିକ ମୃତ

କାବୁଲ,୩।୮: ଆଫଗାନିସ୍ତାନ ସଂଘର୍ଷକୁ ନେଇ ଏବେ ଜାତିସଂଘ ଏକ ରିପୋର୍ଟ ପ୍ରକାଶ କରିଛି। ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ଉକ୍ତ ରିପୋର୍ଟ ଅନୁଯାୟୀ, ଆଫଗାନିସ୍ତାନରେ ହୋଇଥିବା...

ଆଫଗାନିସ୍ତାନ ରାଷ୍ଟ୍ରପତି କାର୍ଯ୍ୟାଳୟ ନିକଟରେ ବିସ୍ଫୋରଣ

କାବୁଲ୍‌,୮।୯: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍‌ ଗନିଙ୍କ କାର୍ଯ୍ୟାଳୟ ନିକଟରେ ରବିବାର ବିସ୍ଫୋରଣ ଘଟିଛି। ନାନଗରହାର ପ୍ରଦେଶର ଜଲାଲାବାଦ୍‌ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିବା ସ୍ଥାନୀୟ ପ୍ରଶାସନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *