Posted inରାଜ୍ୟ

ଭୁବନେଶ଼୍ବରରୁ ଜବତ ହେଲା ୪ କେଜି ସୁନା, ବସ୍‌ରେ ଯାଉଥିଲା…

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରୁ ଜବତ ହେଲା ୩ କୋଟି ଟଙ୍କାର ସୁନା । ଚୋରା ଚାଲାଣ ହେଉଥିବା ବେଳେ ଏହି ସୁନାକୁ ଜବତ କରିଛି ରାଜସ଼୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ । ବିଶେଷ ସୂତ୍ରରୁ ଖବର ପାଇ ରାଜସ଼୍ବ ବିଭାଗ ଏହି ଚଢ଼ାଉ କରିଥିଲା । ଏତେ ପରିମାଣର ସୁନା ବସ୍‌ରେ କୋଲକାତାରୁ ହାଇଦ୍ରାବଦକୁ ଚାଲାଣ ହେଉଥିବା ବେଳେ ବିଭାଗ ଧରିଥିଲା ।

୩ କିଲୋଗ୍ରାମ ୯୮୨ ଗ୍ରାମ୍‌ ଅର୍ଥାତ ପାଖାପାଖି ୪ କେଜି ସୁନା ଜବତ କରାଯାଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୨ କୋଟି ୯୮ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ଚୋରା ଚାଲାଣରେ ଜଡ଼ିତ ଦୁଇଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍‌

କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ…

ଅଧରାତିରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଭିତରେ ପଶିଲେ ମମତା: ୩ ଘଣ୍ଟା ପରେ ସେଠାରୁ ବାହାରି କହିଲେ, ଜୀବନ-ମୃତ୍ୟୁ…

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri